“ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା” ଉଦ୍ଘାଟନ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ନାମରେ ଏକ ନୂତନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ମାଲକାନଗିର,ନବରଙ୍ଗପୁର,ନୂଆପଡା ଓ କଳାହାଣ୍ଡିର ଜନସାଧାରଣ ପାଇବେ!-->…