Odia News Portal
Browsing Tag

cm naveen pattanaik

ଅଗ୍ନିଶମ କର୍ମଚାରୀ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଆଜି ଆନ୍ତର୍ଜାତିକ ଅଗ୍ନିଶମ କର୍ମଚାରୀ ଦିବସ। ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଗ୍ନିଶମ କର୍ମଚାରୀମାନେ ଜୀବନକୁ ବାଜି ଲଗାଇ ମୂଲ୍ୟବାନ ଆମ ଜୀବନ, ସଂପତ୍ତି ଓ ସଂପ୍ରଦାୟର ସୁରକ୍ଷା ପାଇଁ ଉତ୍ସର୍ଗୀକୃତ ହୋଇ କାର୍ଯ୍ୟ କରନ୍ତି । ଆଜି ଆନ୍ତର୍ଜାତିକ…

ଆଜି ପବିତ୍ର ଅକ୍ଷୟ ତୃତୀୟା: ରାଜ୍ୟର ସମସ୍ତ ଚାଷୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ପବିତ୍ର ଅକ୍ଷୟ ଓ କୃଷକ ଦିବସରେ ତୃତୀୟାରେ ସମସ୍ତ ଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଚାଷୀ ଭାଇଭଉଣୀଙ୍କ ସୁଖ…

ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି

ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି । ଅକ୍ଷୟ ତୃତୀୟା ଅବସରରେ ପ୍ରତ୍ୟକ ଚାଷୀଙ୍କୁ ଭେଟି ଦେବେ ରାଜ୍ୟ ସରକାର | ପ୍ରତ୍ୟେକ କାଳିଆ ହିତାଧିକାରୀଙ୍କୁ ମିଳିବ ୨ ହଜାର ଟଙ୍କା । ଏନେଇ ଘୋଷଣା କଲେ ରାଜ୍ୟ ସରକାର । ୨୦୧୮ରୁ ଚାଷୀଙ୍କ ପାଇଁ ଆରମ୍ଭ ହୋଇଥିବା ଏହି ଯୋଜନାରେ ବର୍ତ୍ତମାନ ସୁଦ୍ଧା ୫୩…

ଆଜିଠୁ ଆରମ୍ଭ ହେଲା ଯୁକ୍ତ ଦୁଇ ପରୀକ୍ଷା, ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜିଠାରୁ ଆରମ୍ଭ ହୋଇଛି ଯୁକ୍ତ ଦୁଇ ପରୀକ୍ଷା ।ଦୁଇ ବର୍ଷ ପରେ ଅଫଲାଇନ୍ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ ।ସୂଚନାଯୋଗ୍ୟ ଯେ, ୨୦୨୦ରେ କୋରୋନା ଯୋଗୁଁ ଯୁକ୍ତ ଦୁଇ ପରୀକ୍ଷା ଅଧାରୁ ବାତିଲ ହୋଇଥିବାବେଳେ ୨୦୨୧ରେ ସମ୍ପୂର୍ଣ୍ଣ ବାତିଲ କରାଯାଇଥିଲା । ମେ’ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଯୁକ୍ତ…

୨୦୨୪ ପାଇଁ ରୋଡମ୍ୟାପ ପ୍ରସ୍ତୁତ: ଶେଷ ହେଲା ବିଜେଡି ପର୍ଯ୍ୟବେକ୍ଷକ ବୈଠକ

ଶେଷ ହେଲା ବିଜେଡି ପର୍ଯ୍ୟବେକ୍ଷକ ବୈଠକ । ଦଳୟ ପର୍ଯ୍ୟବେକ୍ଷକଙ୍କ ସହ ଜଣ ଜଣ କରି ମୁହାଁମୁହିଁ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ଦଳୀୟ ସଙ୍ଗଠନ, ନିର୍ବାଚନର ଫଳାଫଳ ସମ୍ପର୍କରେ ପର୍ଯ୍ୟବେକ୍ଷକଙ୍କ ସହ ଆଲୋଚନା କରିଛନ୍ତି ନବୀନ ପଟ୍ଟନାୟକ । ନିର୍ବାଚନ ସମୟରେ କ’ଣ ସମୟ ରହିଥିଲା, କିଏ…

ଦୁଇ ବର୍ଷ ପରେ ଆୟୋଜିତ ହେଲା ଆଦିବାସୀ ମେଳା ୨୦୨୨, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର ୟୁନିଟ୍‌-୩ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆରେ ଆଦିବାସୀ ସଂସ୍କୃତିିର ଝଲକ । ଚାଲିଛି ଆଦିବାସୀ ମେଳା- ୨୦୨୨ ଓ ଜାତୀୟ ଜନଜାତି କଳା ଓ କଳା ସାମଗ୍ରୀ ପ୍ରଦର୍ଶନୀ । ଭିଡିଓ କନଫରେନ୍ସିଂରେ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୟୁନିଟ୍‌-୩ ଇଡ୍‌କୋ ପ୍ରଦର୍ଶନୀ…

ବିଶ୍ଵ ପୁସ୍ତକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଆଜି ବିଶ୍ୱ ପୁସ୍ତକ ଦିବସ । ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁସ୍ତକ ଆମର ଚିନ୍ତା ଶକ୍ତି ବୃଦ୍ଧି କରିବା ସହ ଆମକୁ ଜ୍ଞାନ ଓ ବୁଦ୍ଧି ଦ୍ବାରା କ୍ଷମତା ସଂପନ୍ନ କରେ । ପୁସ୍ତକ ଦିବସରେ ପଠନର ପରିବର୍ତ୍ତନଶୀଳ ଶକ୍ତି ଓ ସମସ୍ତଙ୍କୁ ପଢିବା ପାଇଁ ଉତ୍ସାହିତ…

ଆଜିଠୁ ଆରମ୍ଭ ଆଦିବାସୀ ମେଳା,ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଆଜିଠୁ ରାଜ୍ୟସ୍ତରୀୟ ଆଦିବାସୀମେଳା ଆରମ୍ଭ ହେବ । ମେଳାରେ ଆଦିବାସୀ ଲୋକକଳା, ପରମ୍ପରା, ସଂସ୍କୃତି ଦେଖିବାକୁ ମିଳିବ । ସଂଧ୍ୟାରେ ମେଳାକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ଇଡକୋ ପ୍ରଦର୍ଶନୀ ପଡିଆରେ ୧୦ ଦିନ ଧରି ଚାଲିବ ମେଳା । ମେଳାରେ ରହିଛି ୧୦୦ଟି ଷ୍ଟଲ ।…

ବିଶିଷ୍ଟ କଥାକାର ରବୀନ୍ଦ୍ରନାଥ ଦାସଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ବିଶିଷ୍ଟ ନାଟ୍ୟକାର ତଥା କଥାକାର ରବୀନ୍ଦ୍ରନାଥ ଦାସଙ୍କ ପରଲୋକ । ରାଜଧାନୀ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ରବୀନ୍ଦ୍ରନାଥ ଦାସଙ୍କ ଦେହାନ୍ତ ହୋଇଥିବା ଜଣା ପଡ଼ିଛି  ।  ରବିନ୍ଦ୍ରନାଥଙ୍କ ଦେହାନ୍ତ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି। ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀ…

ରାଜ୍ୟ ସରକାରଙ୍କ ନିଷ୍ପତି,ଉପକୃତ ହେବେ ୭.୫୦ଲକ୍ଷ କେନ୍ଦୁପତ୍ର ତୋଳାଳୀ

ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର  ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ  ଅଞ୍ଚଳରେ କେନ୍ଦୁପତ୍ର ସଂଗ୍ରହ…