Odia News Portal
Browsing Tag

cm naveen pattanaik

ନବରଙ୍ଗପୁରରେ ଆଜି ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା

ଆଜି ନବରଙ୍ଗପୁର ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା ଆରମ୍ଭ ହୋଇଛି । ଉପାନ୍ତ ଅଞ୍ଚଳରେ ଉତ୍କୃଷ୍ଟମାନର ସ୍ୱାସ୍ଥ୍ୟସେବା ସୁନିଶ୍ଚିତ କରୁଛି ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା’ ଯୋଜନା। ଏହା ଅଧୀନରେ ନବରଙ୍ଗପୁର ଜିଲ୍ଲା ଚିକିତ୍ସାଳୟରେ ଆଜି ଓ ଆସନ୍ତାକାଲି ସ୍ୱତନ୍ତ୍ର…

ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ। ପଣାରେ ମହକୁଛି ପୁରଠୁ ପଲ୍ଲୀ। ଆଜି ରାଜ୍ୟରେ ବିଭିନ୍ନ ପୀଠରେ ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ । ବିଭିନ୍ନ ସ୍ଥାନରେ ଝାମୁ ଯାତ୍ରା ଅନୁଷ୍ଠିତ ହେଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବ ବର୍ଷର ଶୁଭେଚ୍ଛା ଜଣାଇଛନ୍ତି।…

ଲୋକାର୍ପିତ ହେଲା ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଓ ହସ୍ପିଟାଲ; ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଆଜି ପୁରୀ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଓ ହସ୍ପିଟାଲର ଉଦଘାଟନ କରିଛନ୍ତି। ୧୯ଟି ମେଡିକାଲ ବିଭାଗ ପାଠ୍ୟକ୍ରମରେ ହେବ ପାଠପଢ଼ା। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୫ଟି ସଚିବ ଭି.କେ.…

ଆଜି ଶ୍ରୀଜଗନ୍ନାଥ ମେଡିକାଲ କଲେଜର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀର ଶ୍ରୀଜଗନ୍ନାଥ ମେଡିକାଲ କଲେଜକୁ ଉଦଘାଟନ କରିବେ । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି । ମୁଖ୍ୟମନ୍ତ୍ରୀ ସନ୍ଧ୍ୟାରେ ୫ଟାରେ କଲେଜ କ୍ୟାମ୍ପସରେ ପହଞ୍ଚିବେ । କଲେଜ କ୍ୟାମ୍ପସ ବୁଲିବା ପରେ ମୁଖ୍ୟମନ୍ତ୍ରୀ ଏହାର ଉଦଘାଟନ କରିବେ । ଏଥିସହ…

ଆସନ୍ତାକାଲି ଉଦଘାଟିତ ହେବ ପୁରୀର ଶ୍ରୀଜଗନ୍ନାଥ ମେଡିକାଲ କଲେଜ୍

ଆସନ୍ତାକାଲି ଉଦଘାଟିତ ହେବ ପୁରୀର ଶ୍ରୀଜଗନ୍ନାଥ ମେଡିକାଲ କଲେଜ୍ । ପୁରୀ-କୋଣାର୍କ ମେରାଇନ ଡ୍ରାଇଭ ରୋଡ ବାଲିଗୁଆଳିରେ ସ୍ଥାପିତ ହୋଇଥିବା ଶ୍ରୀଜଗନ୍ନାଥ ମେଡିକାଲ କଲେଜରେ କାଲିଠୁ ପ୍ରଥମ ବ୍ୟାଚର ଏମବିବିଏସ ପାଠ୍ୟକ୍ରମ ଆରମ୍ଭ ହେବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ…

ବିଶ୍ଵ ସ୍ୱାସ୍ଥ୍ୟ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଆଜି ହେଉଛି ବିଶ୍ୱ ସ୍ୱାସ୍ଥ୍ୟ ଦିବସ । ଏହି ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ ମହାମାରୀ ସମୟରେ ଅପୂର୍ବ ନିଷ୍ଠା ଓ ଉତ୍ସର୍ଗୀକୃତ ମନୋଭାବ ନେଇ ମୂଲ୍ୟବାନ ଜୀବନ ବଞ୍ଚାଇବାଥିବା ସ୍ବାସ୍ଥ୍ୟକର୍ମୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ…

ଉତ୍କଳ ଦିବସରେ ଓଡିଶାବାସୀଙ୍କ ପାଇଁ ନବୀନଙ୍କ ଭେଟି

ଉତ୍କଳ ଦିବସରେ ଓଡିଶାବାସୀଙ୍କ ପାଇଁ ନବୀନଙ୍କ ଭେଟି । ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଆଉ ୬ମାସ ମିଳିବ ମାଗଣା ଚାଉଳ । ଆଉ ୬ ମାସ ଅବଧି ବୃଦ୍ଧି କଲେ ରାଜ୍ୟ ସରକାର । ଏପ୍ରିଲରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ମିଳିବ ଅତିରିକ୍ତ ୫ କେଜି ଚାଉଳ । ହିତାଧିକାରୀଙ୍କୁ ପ୍ରତିମାସ ଅତିରିକ୍ତ ୫ କେଜି…

ଉତ୍କଳ ଦିବସର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଉତ୍କଳ ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟତଃ ନବୀନ ପଟ୍ଟନାୟକ । ଏଥିସହ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଆ ଜାତିର ସ୍ଵାଭିମାନକୁ ବଜାୟ ରଖିବା ସହ ଓଡ଼ିଶାର ସମୃଦ୍ଧି ପାଇଁ ଆମର ମିଳିତ…

ଆଜିଠୁ ଭୁବନେଶ୍ୱର ଜନତା ମଇଦାନରେ ଆରମ୍ଭ ହେବ ଷୋଡ଼ଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳା, ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଆଜିଠୁ ଭୁବନେଶ୍ୱର ଜନତା ମଇଦାନରେ ଆରମ୍ଭ ହେବାକୁ ଯାଉଛି ଷୋଡ଼ଶ ତୋଷାଳୀ ଜାତୀୟ ହସ୍ତଶିଳ୍ପ ମେଳା । ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ ମେଳାକୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଂଧ୍ୟା ୬ଟାରୁ ସାଢେ ୯ଟା ଯାଏ ଖୋଲା ରହିବ ତୋଷାଳୀ ମେଳା । ଚଳିତ…

ମୁଖ୍ୟମନ୍ତ୍ରୀ ପାଳିବେ ଆର୍ଥ ଆୱର

ଆଜି ନବୀନ ନିବାସରେ ରାତି ୮.୩୦ରୁ ୯ଟା ୩୦ ମିନିଟ ଯାଏ ଅର୍ଥ ଆୱର ପାଳିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ସମସ୍ତଙ୍କୁ ଏହି ମହାନ ଅଭିଯାନରେ ସାମିଲ ହେବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।