Odia News Portal
Browsing Tag

CM naveen pattnaik

ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ଘୋଷଣା, ଚାଷୀଙ୍କ ଲାଗି ବଡ଼ ସହାୟତା

ଭୁବନେଶ୍ୱର: କୋଭିଡ଼ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୂମିହୀନ ଚାଷୀ, ନିର୍ମାଣ ଶ୍ରମିକ, ଗରିବ ଲୋକ, ଆଦିମ ଜନଜାତି, ଏନ୍.ଆର.ଇ.ଜି.ଏ ଶ୍ରମିକ, ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଆର୍ଥିକ ଓ ସାମାଜିକ ଦୁର୍ବଳ…

ବିଧବା, ଅନାଥଙ୍କ ପାଇଁ ନବୀନଙ୍କ ବଡ ଘୋଷଣା

.ସମସ୍ତ ସାମାଜିକ ନିରାପତା ଯୋଜନାର ହିତାଧିକାରୀଙ୍କୁ ମିଳିବ ୩ ମାସର ଆଗୁଆ ପେନ୍ସନ .ତୃତୀୟ ଲହର ପାଇଁ ପ୍ରସ୍ତୁତି ଆରମ୍ଭ କର, ପିଲାମାନଙ୍କ ଯତ୍ନ ଉପରେ ସ୍ୱତନ୍ତ୍ର ଫୋକସ୍ .ବ୍ଲାକ୍ ଫଙ୍ଗସର ମୁକାବିଲା ପାଇଁ ମଧ୍ୟ ପ୍ରସ୍ତୁତ ରହିବାକୁ ପରାମର୍ଶ

ନନ୍ଦକିଶୋର ପଟ୍ଟନାୟକଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: କରୋନାରେ ବରିଷ୍ଠ ଫୁଟବଲ୍‌ କୋଚ୍‌ ନନ୍ଦକିଶୋର ପଟ୍ଟନାୟକଙ୍କ ପରଲୋକ ହୋଇଛି। କରୋନାରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କ ଦେହାନ୍ତ ହୋଇଛି । ତେବେ ତାଙ୍କ ମୃତ୍ୟୁରେ ସମସ୍ତ କ୍ରୀଡା ଜଗତରେ ଦୁଃଖର ଛାୟା ଖେଳିଯାଇଛି…

ସ୍ଥାୟୀ ବାତ୍ୟା ନିରୋଧୀ ଭିତ୍ତିଭୂମି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦାବି

ଭୁବନେଶ୍ୱର: ପ୍ରଧାମନ୍ତ୍ରୀଙ୍କର ବାତ୍ୟା ସମୀକ୍ଷା ବୈଠକରେ ଓଡ଼ିଶାରେ ସ୍ଥାୟୀ ଦୀର୍ଘ ମିଆଦି ବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ଗୁରୁତ୍ୱପୂର୍ଣ୍ଣ ଦାବି ରଖିଛନ୍ତି।ଓଡ଼ିଶା ବାରମ୍ବାର ବାତ୍ୟା ଦ୍ୱାରା ପ୍ରଭାବିତ ହେଉଥିବାରୁ ଏକ ଦୀର୍ଘ ମିଆଦି ବ୍ୟବସ୍ଥା କରିବା ପାଇଁ…

ପୁନର୍ଗଠନ ଓ ପୁନରୁଦ୍ଧାର ପ୍ରକ୍ରିୟାକୁ ନବୀନଙ୍କ ଗୁରୁତ୍ୱ

ଭୁବନେଶ୍ୱର : ୭ ଦିନ ମଧ୍ୟରେ ବାତ୍ୟା ପ୍ରଭାବିତ ଜିଲ୍ଲା ଗୁଡିକରେ ଭାଙ୍ଗି ଯାଇଥିବା ଘର ଗୁଡିକ ସଂପର୍କରେ ଆକଳନ କରି ରିପୋର୍ଟ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଛନ୍ତି । ସେହିପରି ବୈତରଣୀ ନଦୀର ତଳ ଅଂଚଳରେ ବନ୍ୟା ଆସିବାର ସମ୍ଭାବନା ଥିବାରୁ ପ୍ରଶାସନ ସତର୍କ ଦୃଷ୍ଟି…

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାରେ ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ ୧ ଘଣ୍ଟା ଧରି ଅନୁଧ୍ୟାନ କଲେ । ଗତକାଲି ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ।…

ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ' ୟାସ୍ 'ର ତାଣ୍ଡବ ପରେ ସାରା ଉତ୍ତର ଓଡ଼ିଶା ଜଳମଗ୍ନ ହୋଇ ରହିଛି ।ତେବେ ଏନେଇ ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ ରାଇଜ ମୁଖିଆ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଆଜି ଦିନ ସାଢେ ୧୨ଟା ସମୟରେ ବାତ୍ୟା ପ୍ରଭାବିତ…

ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ବୁଧବାର ସକାଳେ ବାତ୍ୟା ୟାସ୍ ଓଡ଼ିଶା ଉପକୂଳକୁ ସ୍ପର୍ଶ କରିବାକୁ ଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବାତ୍ୟାର ସ୍ଥିତି ଓ ପ୍ରଶାସନ ପକ୍ଷରୁ କରାଯାଇଥିବା ପ୍ରସ୍ତୁତି ସମ୍ପର୍କରେ ମଙ୍ଗଳବାର ସନ୍ଧ୍ୟାରେ ସମୀକ୍ଷା କରିଛନ୍ତି । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ…