ବଡ଼ମ୍ବା ବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୯ଶହ ୩୧ କୋଟି ଭେଟି
ନରସିଂହପୁର ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥାନୀୟ ଅନନ୍ତ ନାରାୟଣ ହାଇସ୍କୁଲ ପଡ଼ିଆରେ ଆୟୋଜିତ କାର୍ୟ୍ୟକ୍ରମରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ୨୨୫କୋଟି ଟଙ୍କା ବ୍ୟୟରେ ନିର୍ମିତ ୧୬୨ଟି ଗାଁର ୨୫ହଜାର ଏକର ଜମିକୁ ଜଳସେଚିତ କରିବା ପାଇଁ ମେଗା ଉଠା…