Odia News Portal
Browsing Tag

cm naveen

ଘରକୁ ଘର ବୁଲି ସର୍ଭେକୁ ଆହୁରି ତ୍ୱରାନ୍ୱିତ କରିବା ଲାଗି ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୁଖ୍ୟତଃ ଅଧିକ ସଂକ୍ରମଣ ହାର ଥିବା ଜିଲ୍ଲା ଉପରେ ଫୋକସ କରିବା ସହିତ କୋଭିଡ ନିୟମର କଡାକଡି ଅନୁପାଳନ ଉପରେ ଗୁରୁତ୍ୱ ଦେଇଛନ୍ତି । ରାଜ୍ୟରେ ସଂକ୍ରମଣ ହାର ୫…

ମୁଖ୍ୟମନ୍ତ୍ରୀଙ୍କ ଲାଗି ଦଶମ ପାସ୍ କଲି: ଦାନ ମାଝୀଙ୍କ ଝିଅ

କଳାହାଣ୍ଡି: ସ୍ତ୍ରୀର ଶବକୁ କାନ୍ଧରେ ବୋହିଥିବା ଦାନ ମାଝୀଙ୍କୁ ସମସ୍ତେ ବେଶ ଭାବରେ ଚିହ୍ନିଛନ୍ତି । ତାଙ୍କ ଝିଅ ଚାନ୍ଦିନୀ ମେଟ୍ରକି ପାସ୍ କରିଛନ୍ତି । ଗତକାଲି ପ୍ରକାଶ ପାଇଥିବା ରେଜଳ୍‌ଟରେ ସେ ୨୮୦ ମାର୍କ ରଖି ଉତୀର୍ଣ୍ଣ ହୋଇଛନ୍ତି । ତେବେ ସେ ପାସ ହେବା ପରେ ମୁଖ୍ୟମନ୍ତ୍ରୀଙ୍କୁ…

ପଟ୍ଟାଙ୍ଗୀର ପୂର୍ବତନ ବିଧାୟିକାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତକାଲି ପଟାଙ୍ଗୀର ପୂର୍ବତନ ବିଧାୟିକା ଚନ୍ଦ୍ରମା ପଟାଙ୍ଗୀଙ୍କ ପରଲୋକ ହୋଇଛି । ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଆଜି ଶୋକ ପ୍ରକାଶ କରିଛନ୍ତି । ନିଜ ଟ୍ୱିଟର ହ୍ୟାଣ୍ଡରେ ଶୋକ ପ୍ରକାଶ କରିଛନ୍ତି । ସେ ଲେଖିଛନ୍ତି କି, ପଟାଙ୍ଗୀ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ଚନ୍ଦ୍ରମା…

ଓଡ଼ିଶାରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ, ୭ଟି ଜିଲ୍ଲାରେ ଅକ୍ସିଜେନ ଅକ୍ସିଜେନ ପ୍ଲାଣ୍ଟର…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ଆଉ ୭ଟି ଜିଲ୍ଲାରେ Liquid Medical Oxygen ସଂପକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହାସହିତ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ…

ବିଭିନ୍ନ ସ୍ୱାସ୍ଥ୍ୟ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ Liquid Medical Oxygen ଓ PSA Plant ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି। ଏହି ଜିଲ୍ଲାଗୁଡିକ ହେଲା – ବରଗଡ, ଗଞ୍ଜାମ, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, କେନ୍ଦୁଝର, ରାୟଗଡା ଓ…

ପଢ଼ନ୍ତୁ ‘ଆଶିର୍ବାଦ’ ଯୋଜନା ଲାଗି କିପରି ଚୟନ ହେବେ ହିତାଧିକାରୀ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ଆଶିର୍ବାଦ ଯୋଜନା । ବାପା ମାଙ୍କୁ ହରାଇଥିବା ଅନାଥ ଶିଶୁମାନେ ଏହି ଯୋଜନାରେ ଅନ୍ତର୍ଭୁକ୍ତ ହେବେ । ଏମାନଙ୍କ ଲାଗି ସରକାର ୨୫ଶହ ଟଙ୍କା ଲେଖାଏଁ ମାସକୁ ପ୍ରଦାନ କରିବେ । ସେପଟେ ପରିବାର ମୁଖ୍ୟଙ୍କୁ ହରାଇଥିବା ଅନାଥମାନେ ମାସିକ ୧୫ ଶହ ଟଙ୍କା ଲେଖାଏଁ…

କୋଭିଡ ପରିଚାଳନା ଲାଗି ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ ଘୋଷଣା

ଭୁବନେଶ୍ୱର: କୋଭିଡ ପରିଚାଳନା ଲାଗି ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ ଘୋଷଣା । ପଶ୍ଚିମ ଓଡ଼ିଶା ଲାଗି ୨୫ କୋଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ୧୧ଟି ଜିଲ୍ଲା ଉପକୃତ ହେବେ । ସମ୍ବଲପୁର, କଳାହାଣ୍ଡି,ଦେବଗଡ଼,ସୁବର୍ଣ୍ଣପୁର, ସୁନ୍ଦରଗଡ଼, ନୂଆପଡ଼ା,ଅନୁଗୁଳ, ବୌଦ୍ଧ,ବଲାଙ୍ଗିର,ବରଗଡ଼ ଓ…

ଏସଟିଏଫର ୨୭ ନୂଆ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର: ସଶକ୍ତ ହେବ ଏସଟିଏଫ୍ । ୨୭ ନୂଆ ପଦବୀ ଲାଗି ମଞ୍ଜୁରୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଦବୀ । ନିଶା କାରବାର କରୁଥିବା ବ୍ୟବସାୟୀ ଦିଆଯାଇଛି ଚେତାବନୀ । ହୋଇଯାଅ ସାବଧାନ । ନହେଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ୨୭ଟି ନୂଆ ପଦବୀ ସୃଷ୍ଟି ଲାଗି ସରକାର ମଞ୍ଜୁରୀ ଦେଇଥିବା…