Odia News Portal
Browsing Tag

cm

ଶ୍ରୀମନ୍ଦିର ଚତୁଃପାଶ୍ୱର୍ର ସୌନ୍ଦର୍ଯ୍ୟକରଣ ସହ ପରିକ୍ରମା କାର୍ଯ୍ୟ ଆରମ୍ଭ

ଶ୍ରୀକ୍ଷେତ୍ର ହେବ ଐତିହ ସହର । ଦେଶର ଅନ୍ୟାନ୍ୟ ଧର୍ମପୀଠ ଅପେକ୍ଷା ପୁରୀ ଶ୍ରୀମନ୍ଦିର ଦର୍ଶନରେ ଆସୁଥିବା ଭକ୍ତ ତଥା ତୀର୍ଥଯାତ୍ରୀ ମାନେ ପାଇବେ ସ୍ୱତନ୍ତ୍ର ବ୍ୟବସ୍ଥା । ଯାହାକୁ ନେଇ ଏବେଠାରୁ ଆରମ୍ଭ ହୋଇଛି କାର୍ଯ୍ୟ । ଗତ ୨୪ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଗସ୍ତରେ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ନେଇ ସକାଳେ ମୁଖ୍ୟମନ୍ତ୍ରୀ ଶ୍ରୀକ୍ଷେତ୍ରରେ ପହଞ୍ଚିଥିଲେ । ହ୍ୟାଲିପେଡ୍‌ରେ ପହଞ୍ଚିବା ପରେ ରୋଡ୍‌ ଦେଇ ଶ୍ରୀମନ୍ଦିର ନିକଟରେ ପହଞ୍ଚିଥିଲେ । ଏହା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର…

କିଏ ହେବେ ଗୁଜୁରାଟ ମୁଖ୍ୟମନ୍ତ୍ରୀ

ଅହମ୍ମଦାବାଦ: ଚର୍ଚ୍ଚାରେ ଗୁଜୁରାଟ ରାଜୀନତି । ଶନିବାର ବିଜୟ ରୁପାଣୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଏବେ କିଏ ସମ୍ଭାଳିବ ପଦବୀ । ତାକୁ ନେଇ ସବୁଠି ଚର୍ଚ୍ଚା । ନୂଆ ନେତା ଚୟନ ନେଇ ଆଜି ବସୁଛି ବିଜେପି ବିଧାୟକ ଦଳ ବୈଠକ । କେନ୍ଦ୍ରୀୟ ପର୍ୟ୍ୟବେକ୍ଷକ ଭାବରେ ଗୁଜରାଟରେ…

ବିଭିନ୍ନ କ୍ଷେତ୍ରରେ ପ୍ରଥମ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ଓ ରାଜ୍ୟବାସୀଙ୍କୁ ନୀତି ଆୟୋଗର ପ୍ରଶଂସା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଓଡିଶା ସରକାରଙ୍କୁ ନୀତି ଆୟୋଗର ପ୍ରଶଂସା । ବିଭିନ୍ନ କ୍ଷେତ୍ରରେ ପ୍ରଥମ ହୋଇଥିବାରୁ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛି ନୀତି ଆୟୋଗ । ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅମିତାଭ କାନ୍ତ ରାଜ୍ୟ ସରକାରଙ୍କ ନୀତି ଓ ଓଡିଶାବାସୀଙ୍କୁ…

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସୁଜଳ ଯୋଜନା ମାଧ୍ୟମରେ ପୁରୀ ବାସୀଙ୍କୁ ଜଳ ଯୋଗାଇବାକୁ ଯୋଜନା କରିଛନ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ପୁରୀରେ ‘ସୁଜଳ’ ବା ‘ଡ୍ରିଙ୍କ ଫ୍ରମ୍ ଟ୍ୟାପ୍‌’ ମିସନର ଶୁଭାରମ୍ଭ କରିଛନ୍ତି । ଏହା ସହିତ, ପୁରୀ ଆଇଏସ ୧୦୫୦୦ ଭାରତୀୟ ମାନକ ଅନୁସାରେ ସପ୍ତାହର ସମସ୍ତ ଦିନ ଚବିଶ ଘଣ୍ଟିଆ ‘ଡ୍ରିଙ୍କ ଫ୍ରମ୍ ଟ୍ୟାପ’ ମାନର ପାନୀୟ ଜଳ ପାଇବାରେ…

କରୋନା ପାଇଁ କାଉଡିଆଙ୍କ ଯାତ୍ରାକୁ ରୋକିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ଜୁଲାଇ-ଅଗଷ୍ଟରେ ହେବାକୁଥିବା କାଉଡିଆ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇବା ଦାବି ଜୋର ଧରିଛି। ଉତ୍ତରାଖଣ୍ଡର ଇଣ୍ଡିଆନ ମେଡିକାଲ ଆସୋସିଏସନ ଶାଖା ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀଙ୍କୁ କାଉଡିଆ ଯାତ୍ରା ଉପରେ ରୋକ ଲଗାଇବାକୁ ଦାବି କରିଛନ୍ତି। କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ପାଖେଇ…

ଅଣକୁଶଳୀ ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍ ସହାୟତା , ରାୟଗଡା ଜିଲ୍ଳାରୁ ଉପକୃତ ହେବେ ୧,୩୩,୫୪୭ଜଣ

ରାୟଗଡା: ମହାମାରୀ କରୋନା ସମୟରେ ଶ୍ରମିକମାନଙ୍କୁ ସରକାରଙ୍କ ତରଫରୁ ମନରେଗା ଯୋଜନାରେ କାମ ଯୋଗାଇ ଦିଆଯାଇ ତା ବାବଦକୁ ସରକାରଙ୍କ ନିର୍ଦ୍ଧାରିତ ଧାର୍ଯ୍ୟ ହିସାବରେ ମଜୁରୀ ପ୍ରଦାନ କରାଯାଉଥିଲା । ଗତ ୨୦୨୧ ଏପ୍ରିଲ ୧ତାରିଖରୁ ଜୁନ୍ ୩୦ତାରିଖ ପର୍ଯ୍ୟନ୍ତ ତିନିମାସ ପାଇଁ ମନରେଗା ଯୋଜନାରେ…

ଦିଲ୍ଲୀ ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ: କରୋନା ଚେନକୁ ଭାଙ୍ଗିବା ଲାଗି ଲାଗି ରହିଛି ଲକଡାଉନ ଏବଂ ସଟଡାଉନ । ଲୋକଙ୍କ ଜୀବନର ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାର କରୁଛନ୍ତି ସଚେତନ । ଏହାରି ଭିତରେ ଜୀବନ ସହ ଜୀବିକାର କଥା ମଧ୍ୟ ଉଠୁଛି । ଲକଡାଉନ ଲାଗି ରହିବା ଫଳରେ ବ୍ୟବସାୟୀଙ୍କ ବେପାରରେ ଅନେକ ସମସ୍ୟା ସବୁ ଉପୁଜଛି ।…

କରୋନାରେ ଆକ୍ରାନ୍ତ ହେଲେ ମୁଖ୍ୟମନ୍ତ୍ରୀ

ଦିନକୁ ଦିନ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ଦେଶ ଓ ରାଜ୍ୟରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଖ୍ୟା ବଢିବାରେ ଲାଗିଛି ।ଏହାରି ମଧ୍ୟରେ କରୋନାରେ ଆକ୍ରାନ୍ତ ହେଲେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ । ସେ ଟ୍ୱିଟ ଯୋଗେ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ମୋର…

ରାଜ୍ୟରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଲାଣି: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ଗୋଷ୍ଠୀ ସଂକ୍ରମଣ ହୋଇଥିବା ନେଇ କେରଳ ମୁଖ୍ୟମନ୍ତ୍ରୀ ପିନାରାୟି ବିଜୟନ ସୂଚନା ଦେଇଛନ୍ତି  । ଯାହା ଏବେ ସାରା ଦେଶକୁ ଚିନ୍ତାରେ ପକାଇ ଦେଇଛି  । ପୂର୍ବରୁ ଦେଶରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଥିଲା  । ତେବେ କେରଳ ମୁଖ୍ୟମନ୍ତ୍ରୀଙ୍କ…