ରାଜ୍ୟରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଲାଣି: ମୁଖ୍ୟମନ୍ତ୍ରୀ
ରାଜ୍ୟରେ ଗୋଷ୍ଠୀ ସଂକ୍ରମଣ ହୋଇଥିବା ନେଇ କେରଳ ମୁଖ୍ୟମନ୍ତ୍ରୀ ପିନାରାୟି ବିଜୟନ ସୂଚନା ଦେଇଛନ୍ତି । ଯାହା ଏବେ ସାରା ଦେଶକୁ ଚିନ୍ତାରେ ପକାଇ ଦେଇଛି । ପୂର୍ବରୁ ଦେଶରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଥିଲା । ତେବେ କେରଳ ମୁଖ୍ୟମନ୍ତ୍ରୀଙ୍କ…