Odia News Portal
Browsing Tag

CMO Odisha

ଦୁର୍ନୀତି ଅଭିଯୁକ୍ତିଙ୍କ ବିରୁଦ୍ଧରେ କଡା କାର୍ୟ୍ୟାନୁଷ୍ଠାନ ବରିଷ୍ଠ ଆଇ.ଏ.ଏସ୍. ବିନୋଦ କୁମାର ଚାକିରୀରୁ ବରଖାସ୍ତ।

ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ପରେ ରାଜ୍ୟ ସରକାର ବରିଷ୍ଠ ଆଇ.ଏ.ଏସ୍ ଅଫିସର ତଥା ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ବିନୋଦ କୁମାରଙ୍କୁ ଚାକିରୀ ରୁ ବରଖାସ୍ତ କରିଛନ୍ତି।ଶ୍ରୀ କୁମାର ଙ୍କୁ ଚାକିରୀ ରୁ ବରଖାସ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ…

ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ଗର୍ବ ଏବଂ ଗୌରବ ଥିଲେ ଉକ୍ରଳମଣି ପଣ୍ଡିତ ଗୋପବନ୍ଧୁ ଦାସ । ଦରଦୀବନ୍ଧୁ ଥିଲେ ଗୋପବନ୍ଧୁ । ଗରୀବ ଅସହାୟଙ୍କୁ ସହଯୋଗ କରିବା ସହ ସ୍ୱାଧିନତା ସଂଗ୍ରାମୀଥିଲେ ସେ । ତାଙ୍କର ବଳିଦାନ ସବୁଦିନ ଲାଗି ଚିରସ୍ମରଣୀୟ । ତେବେ ଆଜି ହେଉଛି ଏହି ମହାପୁରୁଷଙ୍କ ଜୟନ୍ତୀ । ଏହି…

ଇଶ୍ୱର ଚନ୍ଦ୍ରଶେଖରଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ମହାନ ଶିକ୍ଷାବିତ ଓ ସମାଜ ସଂସ୍କାରକ ଇଶ୍ୱର ଚନ୍ଦ୍ର ବିଦ୍ୟାସାଗରଙ୍କ ଆଜି ଜନ୍ମବାର୍ଷିକୀ । ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନାରୀ ସଶକ୍ତିକରଣ, ସାମାଜିକ ସଂସ୍କାର ଓ ସଂସ୍କୃତର ପ୍ରସାର ଦିଗରେ ବିଦ୍ୟାସଗରଙ୍କ ଅବଦାନ ଚିର ସ୍ମରଣୀୟ ହୋଇ…

ଆଜିଠାରୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜିଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତିନିଦିନିଆ ଦିଲ୍ଲୀ ଗସ୍ତ ଆରମ୍ଭ ହେଉଛି । ଆସନ୍ତା ୨୬ତାରିଖରେ ମାଓବାଦୀ ଅଧ୍ୟୁଷିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ଯୋଗ ଦେବେ ନବୀନ । ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜି ମଧ୍ୟ ବୈଠକରେ ଯୋଗ ଦେବେ । ୧୦ଟି ମାଓବାଦୀ ପ୍ରଭାବିତ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ହେବ ମନୋରମାଙ୍କ ଶେଷକୃତ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଶିଷ୍ଟ ସମାଜସେବୀ ତଥା ଯଶସ୍ବୀ ସାରସ୍ଵତ ସାଧିକା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ୟ୍ୟାଦା ସହକାରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ପୁରୀ ସ୍ବର୍ଗଦ୍ଵାର ଠାରେ ସ୍ବର୍ଗତା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ଆଜି ଅପରାହ୍ନରେ…

ପ୍ରମୋଦଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଆ ପୁଅ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ ସ୍ୱତନ୍ତ୍ର ସମ୍ବର୍ଦ୍ଧନା ସଭା । ଏଥିରେ ପ୍ରମୋଦଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ପୂର୍ବରୁ ଘୋଷଣା…

୧୪ରେ ସୁନ୍ଦରଗଡ଼ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୪ ତାରିଖରେ ସୁନ୍ଦରଗଡ଼ ଗସ୍ତରେ ଯିବେ। ସେଠାରେ ସେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ। ମୁଖ୍ୟମନ୍ତ୍ରୀଙ୍କର ଏହା ସରକାରୀ କାର୍ୟ୍ୟକ୍ରମ ଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ପ୍ରସ୍ତୁତ ଚାଲିଛି। ତେବେ…

ଓଡିଶା ଆଦର୍ଶ ବିଦ୍ୟାଳୟ ଦେଶ ପାଇଁ ରୋଲ ମଡେଲ ହେଉ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଆଜି ଲୋକସେବା ଭବନର କନ୍ଭେନସନ ସେଣ୍ଟରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡିଶା ଆଦର୍ଶ ବିଦ୍ୟାଳୟ ଗୁଡିକରେ …ଚାରି ଶହ…ତେୟାଳଶୀ. ଶିକ୍ଷକ ନିଯୁକ୍ତି ପ୍ରଦାନ କରାଯାଇଛି । ଏହି ଅବସରରେ ନବନିଯୁକ୍ତ ଶିକ୍ଷକ ମାନଙ୍କୁ ସ୍ବାଗତ…

ଗୁରୁ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଗୁରୁ ଦିବସ । ଗୁରୁଙ୍କ ଲାଗି ଦିନଟିଏ । ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମଜୟନ୍ତୀକୁ ଗୁରୁ ଦିବସ ରୂପେ ପାଳନ କରାଯାଏ । ପଲ୍ଲୀରୁ ଦିଲ୍ଲୀ ସବୁଠି ପାଳି ହେଉଛି ଗୁରୁ ଦିବସ । ତେବେ ଏହି ପବିତ୍ର ଦିବସ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…

ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଆ ପୁଅଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ବ୍ୟାଡମିଣ୍ଟନରେ ବ୍ରିଟେନର ଖେଳାଳୀଙ୍କୁ ହରାଇ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ପ୍ରମୋଦ ଭଗବତ । ମୁଖ୍ୟମନ୍ତ୍ରୀ ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଶୁଭେଚ୍ଛା ଜଣାଇଛନ୍ତି ।