Odia News Portal
Browsing Tag

CMO Odisha

ଓଡ଼ିଆ ରେଷ୍ଟୁରାଣ୍ଟ ‘ନିମନ୍ତ୍ରଣ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ପାରମ୍ପରିକ ଖାଦ୍ୟର ଲୋକପ୍ରିୟତା ବୃଦ୍ଧି ସହ ସୁବିଧାରେ ଏହାକୁ ଉପଲବ୍ଧ କରାଇବା ପାଇଁ ଓଡ଼ିଶା ପର୍ୟ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ‘ନିମନ୍ତ୍ରଣ-ଖାଣ୍ଟି ଓଡ଼ିଆ ଖାଦ୍ୟ ରେଷ୍ଟୁରାଣ୍ଟ’ ଆରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଜି ଏହା…

୧୧୦ଟି ନୂଆ ବସ୍ ର ଯାତ୍ରା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ବର ଏ.ଜି ଛକରେ ଥିବା ଓ.ଏସ୍.ଆଇ.ଟି.ସି ର ମୁଖ୍ୟ କାର୍ଯ୍ୟାଳୟରୁ ୧୧୦ଟି ନୂଆ ଅତ୍ୟାଧୁନିକ ବସ୍ ର ଯାତ୍ରା ଶୁଭାରମ୍ଭ କରିଛନ୍ତି । ଯାତ୍ରୀ ମାନଙ୍କୁ ଆରାମଦାୟକ ଅନୁଭୂତି ପ୍ରଦାନ କରିବା ପାଇଁ ଏଥିରେ ସମସ୍ତ ଅତ୍ୟାଧୁନିକ…

‘ମୋ ବସ୍’ର ୨ଟି ଅତ୍ୟାଧୁନିକ ଡିପୋର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୋ ବସ୍'ର ଦୁଇଟି ଡିପୋକୁ ଆଜି ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୋଟିଏ ଭୁବନେଶ୍ୱର ପଟିଆ ଓ ଅନ୍ୟଟି ଭଗବାନପୁରରେ ରହିଛି । ସନ୍ଧ୍ୟା ୫ଟାରେ ଏହାର ଉଦଘାଟନ କାର୍ଯ୍ୟକ୍ରମ ରହିଛି । 'ମୋ ବସ୍' ପାଇଁ କରାଯାଇଥିବା ଦୁଇଟି ଅତ୍ୟାଧୁନିକ ଡିପୋ ମଧ୍ୟରେ ବସ୍ ରହିବା…

ଆଜି ଭିନ୍ନକ୍ଷମ ସଶକ୍ତିକରଣ ପ୍ରତିଷ୍ଠାନର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜନ୍ମରୁ ମୂକ ଓ ବଧିର ଶିଶୁ କଥା ହେବେ ଆଉ ଶୁଣିବେ । ଏହାବାଦ୍‌ ଅନ୍ୟାନ୍ୟ ତାଲିମ ମଧ୍ୟ ଦିଆଯିବ । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ରାଜ୍ୟ ଭିନ୍ନକ୍ଷମ ସଶକ୍ତିକରଣ ପ୍ରତିଷ୍ଠାନର ଶୁଭାରମ୍ଭ ହେବ । ପୋଖରୀପୁଟରେ ଥିବା ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀ…

ସ୍କୁଲର ରୂପାନ୍ତର ପିଲାମାନଙ୍କ ଭିତରେ ମଧ୍ୟ ରୂପାନ୍ତର ଆଣିପାରିଛି, ଆତ୍ମବିଶ୍ୱାସ ବୃଦ୍ଧି କରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:5T କାର୍ଯ୍ୟକ୍ରମ ର ହିଞ୍ଜିଳିର ସମସ୍ତ ୫୦ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ଆଜି ପଞ୍ଚମ ଓ ଶେଷ ପର୍ଯ୍ୟାୟରେ ସେ ଆଉ ୧୦ଟି ସ୍କୁଲକୁ ଆଜି ଲୋକାର୍ପିତ କରିଛନ୍ତି । ଏହି ଅବସରରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ସବୁ ଛାତ୍ରଛାତ୍ରୀ…

ଜନ୍ମାଷ୍ଟମୀରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ପିବତ୍ର ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃର୍ଷ୍ଣଙ୍କ ଜନ୍ମୋତ୍ସବ । ପଲ୍ଲୀରୁ ଦିଲ୍ଲୀ ସବୁଠି ହୋଇ ଉଠିଛି ଉତ୍ସବ ମୁଖରିତ । କରୋନା କଟକଣାକୁ ମାନି ପାଳନ ହେଉଛି ଜନ୍ମାଷ୍ଟମୀ । ତେବେ ପବିତ୍ର ଜନ୍ମାଷ୍ଟମୀ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ପିଲାଙ୍କ ସଫଳତା ହେବ ଆମ ଉଦ୍ୟମର ସବୁଠାରୁ ବଡ ପୁରସ୍କାର : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରେ ଆଜି ଚତୁର୍ଥ ପର୍ୟ୍ୟାୟରେ ୫-ଟି କାର୍ୟ୍ୟକ୍ରମରେ ଆଉ ୧୦ଟି ରୂପାନ୍ତରୀତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। (୧) ପଞ୍ଚାୟତ ହାଇସ୍କୁଲ, ଦୁରବନ୍ଧ ପଞ୍ଚାୟତ (୨) ସରକାରୀ ହାଇସ୍କୁଲ, ସେରଗଡ ପଞ୍ଚାୟତ (୩) ବୃନ୍ଦାବନ…

କଟକ ଏସସିବିରେ ଇକମୋ ଚିକିତ୍ସା ସେବାର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କଟକ: ଏସସିବି ମେଡିକାଲରେ ଇକମୋ ଚିକିତ୍ସା ସେବାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏସସିବି ହସ୍ପିଟାଲରେ ସମୁଦାୟ ୯ଟି ମେସିନ୍ ରହିବ । ତେବେ ଏଠାରେ ରୋଗୀଙ୍କୁ ମାଗଣାରେ ଏହି ସୁବିଧା ଦିଆଯିବ । ଇକମୋ ଚିକିତ୍ସାରେ ଖର୍ଚ୍ଚ ହେଉଥିବା ସମସ୍ତ ଅର୍ଥ ରାଜ୍ୟ ସରକାର ବହନ…

ଆଜି ଏସସିବି ମେଡିକାଲରେ ଇକମୋ ଚିକିତ୍ସା ସେବାର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

କଟକ: ଆଉ ଏଥରକ ଇକମୋ ଚିକିତ୍ସା ଲାଗି ଓଡ଼ିଶା ବାହାରକୁ ଯିବାକୁ ପଡିବ ନାହିଁ । ରାଜ୍ୟରେ ଇକମୋ ଚିକିତ୍ସା ଆରମ୍ଭ ହୋଇଯାଇଛି । କଟକ ବଡ ମେଡିକାଲରେ ଗୁରୁତର କୋଭିଡ ରୋଗୀଙ୍କ ଚିକିତ୍ସା ପାଇଁ ଇକୋମୋ ସୁବିଧାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପଣ କରିବେ । ସବୁ ଗୁରୁତର କୋଭିଡ…

ସ୍ୱପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଶିକ୍ଷାର ବିକାଶ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଫୋକସ । ଛାତ୍ର ଛାତ୍ରୀଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ଅବଦାନକୁ ସାଧାରଣରେ କରାଯାଉଛି ପ୍ରଂଶସା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରେ ଆଜି ତୃତୀୟ ପର୍ୟ୍ୟାୟରେ ଆଉ ୧୦ଟି ରୂପାନ୍ତରୀତ ସ୍କୁଲକୁ ଲୋକାର୍ପିତ କରିବା…