Odia News Portal
Browsing Tag

CMO Odisha

ମଦର ଟେରେସାଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହେଉଛି ମଦର ଟେରେସାଙ୍କ ଜୟନ୍ତୀ । ସେବା, ଶାନ୍ତି ଓ ଦୟାର ପ୍ରତୀକ ଥିଲେ ମଦର ଟେରେସା ।ସମାଜର ଦୁର୍ବଳ ଓ ନିଷ୍ପେସିତଙ୍କ ସେବାରେ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ ମଦର ଟେରେସା । ଅପଚରା ଓ ଦୁର୍ବଳ ଲୋକଙ୍କ ସେବା ପାଇଁ ମଦର ଟେରେସାଙ୍କ ଜୀବନବ୍ୟାପୀ ନିଷ୍ଠା ସବୁବେଳେ ଆମ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମିତ୍ତଲ

ଭୁବନେଶ୍ୱର: ଆର୍ସେଲର-ମିତ୍ତଲର ମୁଖ୍ୟ ଏଲ.ଏନ ମିତ୍ତଲ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । କେନ୍ଦ୍ରାପଡାର ମହାକାଳପଡାରେ ହେବାକୁ ଥିବା ୧୨ ନିୟୁତ ଟନ୍ କ୍ଷମତା ବିଶିଷ୍ଟ ଇସ୍ପାତ କାରଖାନା ପ୍ରସଙ୍ଗରେ ମିତ୍ତଲ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ନେଇ…

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ବାଣ୍ଟିଛନ୍ତିି ମୁଖ୍ୟମନ୍ତ୍ରୀ । ମାଲକାନଗିରି ଜିଲ୍ଲାରୁ ଏହାର ଶୁଭାରମ୍ଭ ହୋଇଛି । ନିଜ ହାତରେ ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ମାଲକାନଗିରି ଜିଲ୍ଲାର ୧ ଲକ୍ଷ ୫୫ ହଜାର ୮୨୩ଜଣ ପାଇବେ ଏହି…

ଆଜି ଭାରତୀୟ ହକି ଦଳକୁ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରେ ଚମତ୍କାର ପ୍ରଦର୍ଶନ କରି ସାରାଦେଶକୁ ଉଲ୍ଲସିତ କରିଥିବା ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ଆଜି ଭୁବନେଶ୍ୱରରେ ସମ୍ବର୍ଦ୍ଧିତ କରାଯିବ । ଦୁଇ ଦଳ ଆଜି ଭୁବନେଶ୍ୱରରେ ପହଞ୍ଚୁଛନ୍ତି । କଳିଙ୍ଗ ହକି ଷ୍ଟାଡିୟମରେ ଓଡିଶା ସରକାର ହକି ଖେଳାଳିଙ୍କୁ…

ସ୍ୱାଧିନତା ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦେଶ ପାଳୁଛି ୭୫ତମ ସ୍ୱାଧିନତା ଦିବସ । ପଲ୍ଲୀରୁ ଦିଲ୍ଲୀ ସବୁଠି ହୋଇ ଉଠିଛି ଉତ୍ସବ ମୁଖର । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଲେଖିଛନ୍ତି କି, ସ୍ୱାଧିନତା ଦିବସ ଅବସରରେ…

ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲେ ମାହାଙ୍ଗା ବିଜେପି ଯୁବମୋର୍ଚ୍ଚା

କଟକ: ବିଭିନ୍ନ ପ୍ରସଙ୍ଗ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି । ଆଜି ମାହାଙ୍ଗା ବିଜେପିର ଯୁବମେର୍ଚ୍ଚା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଛତ୍ର ଛାୟାରେ ବିରଞ୍ଚି ସାହୁଙ୍କ ଭଳି ଦୁର୍ନୀତିଖୋର ଅଧିକାରୀ ଓଡ଼ିଶାର ଅନେକ ଯବୁକ…

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ସହାୟତା ଘୋଷଣା

ଭୁବନେଶ୍ୱର: ବାତ୍ୟା ପ୍ରଭାବିତଙ୍କ ଲାଗି ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍‌ତ୍ରୀ ନବୀନ ପଟ୍ଟନାୟକ । ୩୩%ବା ତାଠାରୁ ଅଧିକ ଫସଲ ଷତି ସହିଥିବା ଛୋଟ ଓ ନାମମାତ୍ର ଚାଷୀ ଙ୍କ ପାଇଁ ଇନପୁଟ ସହାୟତା । ୩୩% ବା ଅଧିକ ଷତି ସହିଥିବା ଛୋଟ ଓ ନାମମାତ୍ର ଚାଷୀ ଙ୍କ ସ୍ଵଳ୍ପ ମିଆଦୀଋଣ ମଧ୍ୟମ ମିଆଦୀ…

କୋଭିଡ ପରିଚାଳନା ଲାଗି ବିଏମସିକୁ ୨୦ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କରୋନା ଲହର । ରାଜ୍ୟବାସୀଙ୍କ ଲାଗି ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେମୁଖ୍ୟମନ୍ତ୍ରୀ ଗୋଟିଏ ପରେ ଗୋଟିଏ ପ୍ୟାକେଜ୍ ରାଜ୍ୟବାସୀଙ୍କ ଲାଗି ଘୋଷଣା କରିବାରେ ଲାଗିଛନ୍ତି । ଗତକାଲି ଶିଶୁଙ୍କ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱ ଦେଇଥିବା ମୁଖ୍ୟମନ୍ତ୍ରୀ ଆଜି ଭୁବନେଶ୍ୱର…

ମୁଖ୍ୟମନ୍ତ୍ରୀଙ୍କୁ ବିଜେପି ବିଧାୟକଙ୍କ ଚିଠି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଜେପି ବିଧାୟକ । କରୋନା ସମୟରେ କିଛି ସୁବିଧା ଯୋଗାଇବା ଲାଗି ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । କେବଳ ମାସ୍କ ନୁହେଁ, ଗ୍ରାମାଞ୍ଚଳର ସ୍ୱାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ ପାଇଁ ପାଣ୍ଠି ବିନିଯୋଗ ଦାବି । ଆଇସୋଲେସନ ରୁମ୍‌,…

ଶିଶୁଙ୍କ ସ୍ୱାସ୍ଥ୍ୟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍ଫରେନ୍ସିଂ ଯୋଗେ ରାଜ୍ୟରେ କୋଭିଡ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ । ରାଜ୍ୟରେ କୋଭିଡ ସଂକ୍ରମରେ ଉନ୍ନତି ପରିଲକ୍ଷିତ ହେବା ସହିତ ପଜିଟିଭିଟି ରେଟ୍ ହ୍ରାସ ପାଇଥିବାରୁ ମୁଖ୍ୟମନ୍ତ୍ରୀ ଆଶ୍ବସ୍ତି ପ୍ରକାଶ…