Odia News Portal
Browsing Tag

collage

ଆଜିଠୁ ଖାଲି ଥିବା ସିଟ୍ ପୂରଣ

ଯୁକ୍ତ୨ରେ ଖାଲିଥିବା ସିଟ୍‌ ପୂରଣ ପାଇଁ ତୃତୀୟ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ । କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଶିକ୍ଷା ଓ ସଂସ୍କୃତ ପାଠ୍ୟକ୍ରମରେ ନାମ ଲେଖାଇବାକୁ ଥିବା ଆଶାୟୀ ଛାତ୍ରଛାତ୍ରୀ ଆଜି ପୂର୍ବାହ୍ନ ୧୧ଟା ୩୦ରୁ ୨୨ ତାରିଖ ରାତି ୧୧ଟା ୫୫ ପର୍ଯ୍ୟନ୍ତ ଆବେଦନ…

ଘରୋଇ ମେସରୁ କଲେଜ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଝୁଲନ୍ତା ଅବସ୍ଥାରେ ଯୁକ୍ତ ଦୁଇ ଦ୍ବିତୀୟ ବର୍ଷ ଛାତ୍ରୀଙ୍କ ମୃତଦେହ ହେଲା ଉଦ୍ଧାର । ଭଦ୍ରକ ଟାଉନ ଥାନା ଅଧିନସ୍ଥ ଜଗନ୍ନାଥପୁର ଅଞ୍ଚଳରେ ଘଟିଛି ଏପରି ଅଘଟଣ ।ଏକ ଘରୋଇ ମେସରେ ବନ୍ଦ କୋଠରୀ ଭିତରୁ ଫ୍ୟାନରେ ଓଢଣୀରେ ଝୁଲୁଥିବା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ଭଦ୍ରକ ଟାଉନ ପୋଲିସ ଘଟଣାର…

ଆଫଗାନିସ୍ଥାନ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଝିରେ ଲାଗିଲା ପରଦା

କାବୁଲ: ପଞ୍ଜଶୀରରେ ପତାକା ଉଡ଼ାଇବା ପରେ ଯୁଦ୍ଧ ବିରାମ ଘୋଷଣା କରିଛି ତାଲିବାନ। ଏପଟେ ଆଫଗାନିସ୍ତାନରେ ସ୍ଥିତି ଧୀରେ ଧୀରେ ସ୍ୱାଭାବିକ ହୋଇଛି। ବିଶ୍ୱ ବିଦ୍ୟାଳୟ ଗୁଡ଼ିକରେ ପୁଣିଥରେ କ୍ଲାସ୍ ଆରମ୍ଭ ହୋଇଛି। ଛାତ୍ରଛାତ୍ରୀମାନେ ପାଠ ପଢ଼ିବା ବି ଆରମ୍ଭ କରିଛନ୍ତି। ହେଲେ ଶ୍ରେଣୀ ଗୃହର…

କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ ଆଜି ବସିବ ବୈଠକ

ରାଜ୍ୟରେ କଲେଜ ଓ ବିଶ୍ୱବିଦ୍ୟାଳୟ ସମେତ ବିଭିନ୍ନ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡିକ ଖୋଲିବା ନେଇ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ । ଏଥିରେ ଶିକ୍ଷାନୁଷ୍ଠାନ କେବେଠୁ ଓ କେମିତି ଖୋଲିବ ସେ ସମ୍ପର୍କରେ ନିଷ୍ପତ୍ତି ନିଆଯିବ । ସେହିପରି ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନ ଖୋଲିବା…