କଂଗ୍ରେସ ଭବନ ଭଙ୍ଗାରୁଜା ଘଟଣାରେ ୪ ଗିରଫ
କଂଗ୍ରେସ ଭବନରେ ଆକ୍ରମଣ କରିବା ଘଟଣାରେ ୪ଜଣଙ୍କୁ ଗିରଫ କରିଛି କମିଶନରେଟ୍ ପୋଲିସ୍ । ରାଜ୍ୟ କଂଗ୍ରେସର ଅଭିଯୋଗ ଆଧାରରେ ଗିରଫ କରିଛି ପୋଲିସ୍ । ଏକାମ୍ର ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା ପରେ ଦୁବୃର୍ତମାନେ ପାର୍ଟି ଅଫିସ ଭିତରେ ପଶି ଭଙ୍ଗାରୁଜା କରିବା ସହ ଗେଟରେ ତାଲା ପକାଇଦେଇଥିଲେ ।…