Odia News Portal
Browsing Tag

Congress candidate Ajit Mangraj

ସ୍ଥଗିତ ହେବ ପିପିଲି ଉପନିର୍ବାଚନ !

ଭୁବନେଶ୍ୱର: କରୋନାରେ ପୀଡ଼ିତ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ । କିଛି ଦିନ ତଳେ କୋଭିଡ ସଂକ୍ରମିତ ଚିହ୍ନଟ ହେବା ପରେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ହେଉଥିଲେ ।ତେବେ ଅଜିତ୍‌ଙ୍କ ନିଧନ ପରେ ପିପିଲି ଉପ ନିର୍ବାଚନକୁ ଶକ୍ତ ଝଟକା ଲାଗିଛି। ଏହି…

ଅଜିତଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ । |କରୋନାରେ ପୀଡ଼ିତ ଅଜିତ ଆପୋଲୋ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି| ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅଜିତ ମଙ୍ଗରାଜଙ୍କ ଭାଇଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇ…