ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍ କଲେ ରାହୁଲ, ଜାଣନ୍ତୁ କଣ କହିଲେ …
ଓଡିଶା ଗସ୍ତରେ ଆସି ବରଗଡ ସରସରା ଗାଁରେ କଂଗ୍ରେସର ପରିବର୍ତ୍ତନ ସଂକଳ୍ପ ସମାବେଶ ଯୋଗଦେଲେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି । ସମାବେଶରେ ନିଜର ଅଭିଭାଷଣ ଦେଇ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ରାହୁଲ । ସେ କହିଛନ୍ତି ନବୀନ ସରକାର ଚାଷୀଙ୍କୁ ପ୍ରତିଶ୍ରୁତି ଦେଇ ତାହା…