ବିଧାନସଭା ସ୍ୱତନ୍ତ୍ର ଅଧିବେଶନ ପାଇଁ କଂଗ୍ରେସ କଲା ଦାବି
ଭୁବନେଶ୍ୱର() କଂଗ୍ରେସ ଭବନରେ ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ନେତା ସତ୍ୟପ୍ରକାଶ ନାୟକ କହିଛନ୍ତି ଯେ, ଲଗାତର ଭାବେ ରାଜ୍ୟର ବିଭିନ୍ନ ସ୍ଥାନରେ ନାବାଳିକା ଓ ମହିଳାଙ୍କ ପ୍ରତି ବୃଦ୍ଧି ପାଉଥିବା ଅସଦାଚରଣ, ଯୌନ ନିର୍ୟାତନା, ଦୁଷ୍କର୍ମ ଓ ଗଣଦୁଷ୍କର୍ମ ଘଟଣା ରାଜ୍ୟବାସୀଙ୍କୁ…