Odia News Portal
Browsing Tag

congress

କଂଗ୍ରେସ ଛାଡ଼ି ବିଜେପିରେ ଯୋଗଦେଲେ ରୂପଜ୍ୟୋତି

ଗୌହାଟୀ: ଦୀର୍ଘଦିନର ସସମ୍ପର୍କକୁ କାଟି ହାତ ଛାଡ଼ି ପଦ୍ମ ଧରିଲେ ରୂପଜ୍ୟୋତି କୁରମି । ଆସାମରେ ଜଣେ ଚର୍ଚ୍ଚିତ ଯୁବ କଂଗ୍ରେସ ନେତା ଭାବେ ସେ ବେଶ ପରିଚିତ । ୪ଥର କଂଗ୍ରେସ ପକ୍ଷରୁ ବିଧାନସଭାକୁ ଯାଇଛନ୍ତି । ତେବେ ସେ ଆଜି କଂଗ୍ରେସ ଛାଡ଼ି ବିଜେପିରେ ଯୋଗ ଦେଇଛନ୍ତି । ଆସାମ ମୁଖ୍ୟମନ୍ତ୍ରୀ…

ରଥଯାତ୍ରାକୁ ନେଇ ରାଜନୀତି

ଭୁବନେଶ୍ୱର: ଆସନ୍ତା ମାସ ୧୪ ତାରିଖରେ ହେବ ରଥଯାତ୍ରା । ତେବେ ଚଳିତ ବର୍ଷ କେବଳ ପୁରୀରେ ହେବ ରଥଯାତ୍ରା । ବିନା ଭକ୍ତରେ ପୂର୍ବ ବର୍ଷ ଚଳିତ ବର୍ଷ ମଧ୍ୟ ରଥଟଣା ହେବ । ତେବେ ରାଜ୍ୟର ଅନ୍ୟ ମନ୍ଦିର ଗୁଡ଼ିକରେ ରଥଯାତ୍ରା କରାଯିବା ନେଇ ବିଭିନ୍ନ ମହଲରୁ ପ୍ରତିକ୍ରିୟା ଆସୁଛି । ଏହାରି ଭିତରେ…

ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲା କଂଗ୍ରେସ

ଭୁବନେଶ୍ୱର: କୋଭିଡ ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ । ସରକାର ମିଛ କହୁଥିବା କହିଛି କଂଗ୍ରେସ । କୋଭିଡରେ ମୃତ୍ୟୁକୁ ନେଇ ରାଜ୍ୟ ସରକାର ମିଛ କହୁଛନ୍ତି । ମଶାଣୀ ରିପୋର୍ଟ ଓ ସରକାରୀ ରିପୋର୍ଟରେ ତାଳମେଳ ରହୁନାହିଁ । ସରକାର କୋଭିଡ ମୃତ୍ୟୁକୁ ଲୁଚାଉଥିବା…

ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର: ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି ପେଟ୍ରୋଲ ଓ ଡିଜେଲ । ଯାହାକି ନିମ୍ନ ମଧ୍ୟବିତ ପରିବାର ଲୋକଙ୍କ ଉପରେ ହେଉଛି ମହାଙ୍ଗା ମାଡ଼ । ଯାହାର ପ୍ରତିବାଦରେ ଆଜି ବିକ୍ଷୋଭ ପ୍ରଦର୍ଶନ କରିଛି କଂଗ୍ରେସ । ରାଜଧାନୀର ସମସ୍ତ ପେଟ୍ରୋଲ ପମ୍ପ ସମ୍ମୁଖରେ ଧାରଣା ଦେଇଛି କଂଗ୍ରେସ । ଉଭୟ…

ପ୍ରିୟଙ୍କାଙ୍କ ଲାଗି କଂଗ୍ରେସ ଛାଡ଼ିଲେ ଜିତିନ୍ ପ୍ରସାଦ

ନୂଆଦିଲ୍ଲୀ: ୟୁପିରେ ପ୍ରିୟଙ୍କା ଗାନ୍ଧୀଙ୍କ ରାଜନୈତିକ ପଦକ୍ଷେପ ଲାଗି କଂଗ୍ରେସ ଛାଡ଼ି ବିଜେପି ଯୋଗ ଦେଇଛନ୍ତି ଜିତିନ୍ ପ୍ରସାଦ । ତେବେ ଏକଥା ଆମେ କହୁନାହୁଁ ଆଜି ବିଜେପିରେ ଯୋଗ ଦେବାପରେ ରାଜନୈତିକ ପଣ୍ଡିତମାନେ ଏଭଳି ମତ ଦେଇଛନ୍ତି । ୨୦୧୯ ନିର୍ବାଚନ ସମୟରୁ ତାଙ୍କୁ ଦଳରେ ଅଣଦେଖା…

କଂଗ୍ରେସର କରୋନା ଟିକା ଟାର୍ଗେଟ

ଭୁବନେଶ୍ୱର: କରୋନା ଟିକାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ । ଶୁକ୍ରବାର ଅନୁଷ୍ଠିତ ଏକ ପ୍ରେସମିଟରେ ଉଭୟଙ୍କୁ କଟାକ୍ଷ କରିଛି ପିସିସି । ବର୍ତମାନ ରାଜ୍ୟକୁ ଅଧିକ ଟିକା ଆବଶ୍ୟକତା ରହିଛି । ଏପରି ସମୟରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ନିକଟରେ ଭ୍ୟାକସିନ୍ ମାଗି…

ସପ୍ତଗିରି ଉଲାକାଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର: କୋରାପୁଟ ସାଂସଦ ତଥା କଂଗ୍ରେସ ନେତା ସପ୍ତଗିରି ଉଲାକଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ । ରାଷ୍ଟ୍ରୀୟ ସମ୍ପାଦକ କରିବା ସହ ଛତିଶଗଡ଼ ଇନ୍‌ଚାର୍ଜ ଭାବେ ତାଙ୍କୁ ଦାୟିତ୍ୱ ପ୍ରଦାନ କରିଛନ୍ତି । ତାଙ୍କୁ ଏହି ଦାୟିତ୍ୱ ପ୍ରଦାନ କରିବା ପରେ ଓଡ଼ିଶା…

ପିପିଲି ଉପନିର୍ବାଚନକୁ ନେଇ ୩ଦଳର ରାଜନୀତି

ଭୁବନେଶ୍ୱର: ଏବେ ନହେଉ ପିପିଲି ଉପନିର୍ବାଚନ । ପିପିଲି ଉପନିର୍ବାଚନକୁ ନେଇ କିଛି ଏମିତି ଦାବି ରଖିଛି କଂଗ୍ରେସ ଦଳ | ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ପ୍ରେସମିଟ୍ ଜରିଆରେ କହିଛନ୍ତି ଦଳ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ଅଛି, ହେଲେ ଲୋକଙ୍କ ଜୀବନକୁ ବାଜି ଲଗେଇ ନୁହେଁ ।…

ପିସିସି କାର୍ଯ୍ୟାଳୟରେ ଅଜିତଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଆଜି ଦିବଙ୍ଗତ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଉଦ୍ଦେଶ୍ୟରେ ଭୁବନେଶ୍ୱର ପିସିସି କାର୍ଯ୍ୟାଳୟରେ ଏକ ଶୋଭସଭାର ଆୟୋଜନ କରାଯାଇଛି । ଏହି ଶୋକସଭାରେ କଂଗ୍ରେସର ବରିଷ୍ଠ ନେତା ଉପସ୍ଥିତ ରହି ଅଜିତଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଛନ୍ତି | ସୂଚନା ଅନୁଯାୟୀ, ଆଗାମୀ ୧୭ରେ…