Odia News Portal
Browsing Tag

congress

ବିଜେଡିରେ ଯୋଗ ଦେଲେ କଂଗ୍ରସ କର୍ମୀ

ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭଦ୍ରକରେ ଆହୁରି ବଢୁଛି ବିଜେଡି ବଳ । ବିଧାୟକ ସଞ୍ଜୀବ ମଲ୍ଲିକଙ୍କ ବାସଭବନରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି । ଜିଲ୍ଲା ବିଜେଡି ସଭାପତି ଜଗନ୍ନାଥ ସ୍ବାଇଁଙ୍କ ସଭାପତିତ୍ବରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ଏଥିରେ କଂଗ୍ରେସ ଏସସି ସେଲର…

କର୍ଣ୍ଣାଟକରେ କଂଗ୍ରେସ ର ପଦଯାତ୍ରା ବନ୍ଦ

କର୍ଣ୍ଣାଟକରେ କଂଗ୍ରେସ ନିଜର ପଦଯାତ୍ରା କୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି ବୋଲି ଦଳର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ‘ଆମେ ଆମର ପଦଯାତ୍ରାକୁ ସ୍ଥଗିତ ରଖୁଛୁ । ସୂଚନା ଅନୁସାରେ, ପଞ୍ଚମ ଦିନରେ ଦଳ ପଦଯାତ୍ରାକୁ ସ୍ଥଗିତ ରଖିବାକୁ…

ଉନ୍ନାଓ ଗଣଦୁଷ୍କର୍ମ ପୀଡିତାଙ୍କ ମା ଙ୍କୁ କଂଗ୍ରେସ ଦେଲା ଟିକେଟ

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ବିଗୁଲ ବାଜିଛି । ଦଳର ମହାସଚିବ ତଥା କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ସାମ୍ବାଦିକ ସମ୍ମିଳନୀରେ ଦଳର ପ୍ରମୁଖ ପ୍ରାର୍ଥୀମାନଙ୍କ ସୂଚନା ଜାରି କରିଛନ୍ତି। ପ୍ରିୟଙ୍କା ଗାନ୍ଧୀ କହିଛନ୍ତି, ‘ଆମ ତାଲିକାରେ ଯେଉଁ ମହିଳାମାନେ ଅଛନ୍ତି, ସେମାନଙ୍କ…

ଡିସିପି ଅଫିସ ସାମ୍ନାରେ ଘେରିଲା କଂଗ୍ରେସ୍

ମମିତା ମେହେର ହତ୍ୟାକାଣ୍ଡରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ପ୍ରଦର୍ଶନ ବେଳେ କଂଗ୍ରେସ ଭବନ ଭିତରେ ପଶି ଛାତ୍ର କଂଗ୍ରେସ କର୍ମୀମାନଙ୍କୁ ପୁଲିସ ଗୋଡ଼ାଇ ପିଟିବା ଘଟଣାର ପ୍ରତିବାଦରେ ଆଜି ଭୁବନେଶ୍ବର ଓ କଟକ ଡିସିପି କାର‌୍ୟ୍ୟାଳୟ ସମ୍ମୁଖରେ କଂଗ୍ରେସ ପକ୍ଷରୁ…

ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ଗାଡିକୁ ଅଣ୍ଡାମାଡ

ରାଜ୍ୟରେ ଥମୁନି ଅଣ୍ଡାମାଡର ରାଜନୀତି । ଦିନକୁ ଦିନ ବଢିଚାଲିଛି ଅଣ୍ଡାମାଡ । ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରତିଦିନ ନେତା ମନ୍ତ୍ରୀଙ୍କ ଗାଡିକୁ ଅଣ୍ଡାମାରିବା ଘଟଣା ସାମ୍ନାକୁ ଆସୁଛି ।ଏହି ଅଣ୍ଡା ରାଜନୀତିରେ ସବୁଠାରୁ ଚର୍ଚ୍ଚାରେ ରହିଛନ୍ତି ନେତା ମନ୍ତ୍ରୀ ମାନେ । ମମିତା ମେହେର ହତ୍ୟା…

କଂଗ୍ରେସର କିଷାନ ବିଜୟ ଦିବସ

ନୂଆଦିଲ୍ଲୀ : କେନ୍ଦ୍ର ସରକାର ତିନି କୃଷି ଆଇନ ରଦ୍ଦ କରିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଆସିଥିବା ନୂତନ କୃଷି ଆଇନକୁ ଦୀର୍ଘ ଦିନ ଧରି ଚାଷୀ ଓ ଚାଷୀ ସଂଗଠନ ପକ୍ଷରୁ ବିରୋଧ କରାଯାଇ ଆସୁଥିଲା । ଶୁକ୍ରବାର ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି ଚାଷୀମାନଙ୍କୁ ଭେଟି ଦେଇଛନ୍ତି…

ବିଜେପି ଇଶାରାରେ କାମ କରୁଛନ୍ତି କଂଗ୍ରେସ ନେତା ଭକ୍ତ ଦାସ: ବିଜେଡି

ଭୁବନେଶ୍ୱର: ବିଗତ ଦୁଇ ଦିନର ସାମ୍ବାଦିକ ସମ୍ମିଳନୀରେ ଆମେ କହିଥିଲୁ ଯେ ଓଡିଶା କଂଗ୍ରେସ ହେଉଛି ଓଡିଶା ବିଜେପିର ବି-ଟିମ୍ । ତେବେ ଆଶ୍ଚର୍ଯ୍ୟର କଥା ହେଉଛି ଓଡିଶା କଂଗ୍ରେସ କିମ୍ବା ଓଡିଶା ବିଜେପି କେହି ଏହାକୁ ଖଣ୍ଡନ କରିନାହାଁନ୍ତି । ସେମାନଙ୍କର ନିରବତା ଆମର ବିବୃତ୍ତିକୁ ପ୍ରମାଣ…

କଂଗ୍ରେସର ହରତାଳ ‘ଜୋକ୍‍’ରେ ପରିଣତ ହୋଇଛି: ବିଜେଡି

ଭୁବନେଶ୍ୱର: ଓଡିଶା କଂଗ୍ରେସର ଆଜିର ହରତାଳ ଏକ ଜୋକ୍‍ରେ ପରିଣତ ହୋଇଛି । କୋଭିଡ ମହାମାରୀ ସମୟରେ ଓଡିଶା ବିଜେପି ଦ୍ୱାରା ପ୍ରାୟୋଜିତ ଓଡିଶା କଂଗ୍ରେସର ଏହି ହରତାଳ ୪.୫ କୋଟି ଲୋକଙ୍କ ପାଇଁ ଏକ ନିଷ୍ଠୁରତା ବୋଲି କହିଛନ୍ତି ବିଜେଡିର ରାଷ୍ଟ୍ରୀୟ ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର । …

ମହାକାଳପଡ଼ାରେ କଂଗ୍ରେସର ଶାନ୍ତିପୂର୍ଣ୍ଣ ହରତାଳ

କେନ୍ଦ୍ରାପଡ଼ା: ମହାଲିଙ୍ଗ କଲେଜର ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡକୁ ନେଇ ସାରା ରାଜ୍ୟରେ ଦେଖିବାକୁ ମିଳିଛି ରାଜନୈତିକ ଉସ୍ମତା । ମମିତାଙ୍କୁ ନ୍ୟାୟ ଏବଂ ମନ୍ତ୍ରୀ ଦିବ୍ୟଶଙ୍କର ଇସ୍ତଫା ଦାବି କରି ଆଜି କଂଗ୍ରେସ ପକ୍ଷରୁ ରାଜ୍ୟବ୍ୟାପି ହରତାଳ କରାଯାଉଛି । ହାଇକୋର୍ଟର ନିର୍ଦ୍ଦେଶ…

କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ହରତାଳ

ଭୁବନେଶ୍ବର: କଳାହାଣ୍ଡି ଜିଲ୍ଲାର ମମିତା ମେହେର ହତ୍ୟା ଘଟଣାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ମନ୍ତ୍ରିମଣ୍ଡଳରୁ ବହିଷ୍କାର ଓ ଗିରଫ ଦାବିରେ ରାଜ୍ୟ କଂଗ୍ରେସ ପକ୍ଷରୁ  ହରତାଳ ଆରମ୍ଭ ହୋଇଛି। କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ହରତାଳ ଡାକରା ଦିଆଯାଇଛି । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ…