କରୋନା ପାଇଁ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ବ୍ୟବସ୍ଥା
ନୂଆଦିଲ୍ଲୀ ()ସାରା ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି ମହାମାରୀ କରୋନା । ଏହା ସାରା ବିଶ୍ୱର ମୁଣ୍ଡ ବିନ୍ଧାର କାରଣ ପାଲଟି ସାରିଛି । ଏନେଇ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ବ୍ୟବସ୍ଥା ପାଇଁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଗୃହ…