ଅଗ୍ନିଯୋଦ୍ଧା ପ୍ରଶିକ୍ଷାର୍ଥୀଙ୍କ ୬୧ତମ ଦୀକ୍ଷାନ୍ତ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
୯୧୧ ଅଗ୍ନିଯୋଦ୍ଧା ସାମିଲ ହେଲେ ଅଗ୍ନିଶମ ବାହିନୀରେଡିସେମ୍ବର ସୁଦ୍ଧା ପୂରଣ ହେବ ଖାଲିଥିବା ୩୦୦ ପଦବୀଗତ ଏକ ବର୍ଷରେ ଓଡ଼ିଶା ଅଗ୍ନିଶମ ୭୫୯୯ ଜୀବନ ବଞ୍ଚାଇଛନ୍ତି, ୧୭ ହଜାର ପ୍ରାଣୀଙ୍କୁ ଉଦ୍ଧାର କରିଛନ୍ତିଉନ୍ନତ ପ୍ରଶିକ୍ଷଣ ପାଇଁ ୧୦ କୋଟିରେ ପ୍ରତିଷ୍ଠା ହେବ ବିଶ୍ୱସ୍ତରୀୟ ସିମୁଲେଟର…