ଜୁନ ୧୯ ଓ ୨୬ରେ ହେବ ସମବାୟ ସମିତି ନିର୍ବାଚନ
ଆସନ୍ତା ଜୁନ୍ ୧୯ ଓ ୨୬ ତାରିଖରେ ୭୦୭୬ ପ୍ରାଥମିକ ସମବାୟ ସମିତି ପାଇଁ ନିର୍ବାଚନ ହେବ। ଏଥିରୁ ୧୫ଜଣ ନିର୍ଦ୍ଦେଶକ ନିର୍ବାଚିତ ହୋଇ ୧୩୨ଟି ସେଣ୍ଟ୍ରାଲ ସମବାୟ ସମିତିକୁ ଯିବେ। ସେଥିରୁ ୧୫ଜଣ ନିର୍ଦ୍ଦେଶକ ଆପେକ୍ସ ବଡିକୁ ଯାଇ ୨୧ଜଣ ନିର୍ଦ୍ଦେଶକ ନିର୍ବାଚିତ କରିବେ । ପ୍ରାଥମିକ ସମବାୟ!-->…
