Odia News Portal
Browsing Tag

corona cases

ଆସନ୍ତା ୧୫ ଦିନ ଭିତରେ ଆସିବ ଚତୁର୍ଥ ଲହର

ଆସନ୍ତା ୧୫ ଦିନ ଭିତରେ ଆସିବ ଚତୁର୍ଥ ଲହର। ଦକ୍ଷିଣ ଆଫ୍ରିକାରେ ଚିହ୍ନଟ ହୋଇଥିବା ନୂଆ ଭ୍ୟାରିଏଣ୍ଟ ସମସ୍ୟା ସୃଷ୍ଟି କରିପାରେ। ଟୀକା ନେଇନଥିବା ବର୍ଗ ଏବଂ ଗୁରୁତର ରୋଗୀ ଏହି ଲହରରେ ପୁଣି ସମ୍ବେଦନଶୀଳ ବର୍ଗ ଭାବରେ ଉଭା ହୋଇପାରନ୍ତି। ଯେଉଁ ମାନେ ଟୀକା ଦ୍ୱିତୀୟ ଡୋଜ ଏବଂ ପ୍ରିକସନ ଡୋଜ…

ପୁଣି ଚିନରେ କରୋନା ଆତଙ୍କ

ପୁଣି ଡରାଇଲାଣି କରୋନା ଭାଇରସ । ଗତ ୨୪ ଘଣ୍ଟାରେ ଦେଶରେ ୧୩ ଲକ୍ଷରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହେଲେଣି । ୩୫୭୯ ଲୋକଙ୍କ ମୃତ୍ୟୁ ହୋଇଛି । ବିଶେଷକରି ଚୀନରେ ଏବେ ପୁଣି ବଢିବାରେ ଲାଗିଛି ଆକ୍ରାନ୍ତଙ୍କ ସଂଖ୍ୟା । ରବିବାର ଦିନକରେ ୩୧୦୦ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ବଢୁଥିବା…

ଓଡିଶାରେ ଗତ ୨୪ ଘଣ୍ଟାରେ ୩୩୨୯ କରୋନା ଆକ୍ରାନ୍ତ ଚିହ୍ନଟ

ଓଡିଶାରେ ଗତ ୫ ଦିନ ହେଲା ୫ହଜାର ତଳେ ରହୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୩ ହଜାର ୩୨୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆକ୍ଟିଭ୍ କେସ୍ ରହିଛି ୪୭ ହଜାର ୨୧୦। ତେବେ ଗତ ୨୪ ଘଣ୍ଟାରେ ଓଡିଶାରେ ୧୮ ଆକ୍ରାନ୍ତଙ୍କ…

ରାଜ୍ୟରେ କୋଭିଡ ସ୍ଥିତିର ସୁଧାର ଆସୁଥିଲେ ମଧ୍ୟ ଏବେ ବି ବିପଦ ରହିଛି

ଓଡିଶାରେ କୋଭିଡ ସ୍ଥିତି ନେଇ ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆମ ରାଜ୍ୟରେ ଓମିକ୍ରନ ସହ ଡେଲ୍ଟା ଭରିଆଣ୍ଟ ରହିଛି। କିଛିଦିନ ତଳେ ହୋଇଥିବା ସାମ୍ପଲ ସର୍ଭେରୁ ଜଣାପଡ଼ିଛି ରାଜ୍ୟରେ ଏବେ ବି ୨୫ରୁ ୩୦ ପ୍ରତିଶତ ଡେଲ୍ଟା ଅଛି। ଯେହେତୁ ଡେଲ୍ଟା…

ରାଜ୍ୟରେ କମୁଛି କରୋନା ସଂକ୍ରମଣ

ଓଡିଶାରେ କମୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୫ହଜାର ୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୮.୨୦ ପ୍ରତିଶତ । ୨୪ ଘଣ୍ଟାରେ ୬୧ ହଜାର ୬୩୫ ନମୁନା ପରୀକ୍ଷା ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧ହଜାର ୧୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୪୯୫, ସୁନ୍ଦରଗଡ଼ରୁ…

ରାଜ୍ୟରେ କମି କମି ଯାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ କମିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ୭ ହଜାର ୪୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ଓଡିଶାରେ ୫ ହଜାର ୯୦୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩ ହଜାର ୪୧୯ ଜଣ ଚିହ୍ନଟ…

ରାଜ୍ୟରେ ୧୦ ହଜାର ତଳେ କରୋନା କେସ

ରାଜ୍ୟରେ ଲଗାତର ୧୦ ହଜାର ତଳେ ରହିଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ୭ ହଜାର ୨୯୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୧୧.୭୬ ପ୍ରତିଶତ । ଆଜି ଆଉ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧାରୁ ସର୍ବାଧିକ ୧୭ଶହ ୫, ସୁନ୍ଦରଗଡ଼ରୁ ୬୪୬, କଟକରୁ ୫୬୧, ସଂକ୍ରମିତ…

ଆଜି ରାଜ୍ୟରେ ୧୦ ହଜାର ୪୮୯ ଅକ୍ରାନ୍ତ ଚିହ୍ନଟ

ଓଡିଶାରେ ୧୦ ହଜାର ଉପରେ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୧୦ ହଜାର ୪୮୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ସଂକ୍ରମଣ ହାର ରହିଛି ୧୪.୯୫ ପ୍ରତିଶତ । କେବଳ ଖୋର୍ଦ୍ଧାରୁ ୨ ହଜାର ୯୩୪ ନୂଆ କେସ୍ ଆସିଛି । ଯାହା ମୋଟ ଆକ୍ରାନ୍ତଙ୍କର ୨୭.୯୭ ପ୍ରତିଶତ । ସୁନ୍ଦରଗଡରୁ ୧ ହଜାର ୪୪୭, କଟକରୁ ୭୮୬ ଓ…

ଦେଶରେ ୨୪ ଘଣ୍ଟାରେ ୨ ଲକ୍ଷ ୬୮ ହଜାର କରୋନା ଆକ୍ରାନ୍ତ ଚିହ୍ନଟ

ସାରା ଦେଶରେ ହୁ ହୁ ହୋଇ ବୃଦ୍ଧି ପାଇବାରେ ଲାଗିଛି କୋଭିଡ ସଂକ୍ରମଣ । ପ୍ରତିଦିନ କରୋନା କେସ୍ ବୃଦ୍ଧି ପାଉଛି । ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୬୮ ହଜାର ୮୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟାରେ ଦେଶରେ ୪୦୨ ଜଣଙ୍କର ମୃତ୍ୟୁ ହୋଇଛି । ଗତକାଲିଠାରୁ ଆଜି ୪…

ଦେଶରେ ୨୪ ଘଣ୍ଟାରେ ୨ ଲକ୍ଷ ୬୪ ହଜାରରୁ ଅଧିକ ପଜିଟିଭ ଚିହ୍ନଟ

ସାରା ଦେଶରେ କରୋନା ଆତଙ୍କ ଖେଳାଇଛି । ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୬୪ ହଜାର ୨୦୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏବେ ଭାରତରେ ଦୈନିକ ପଜିଟିଭିଟି ରେଟ୍ ୧୪.୭୮ ପ୍ରତିଶତ ରହିଛି । ଯଦି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା କହିବା ତାହାଲେ ବର୍ତ୍ତମାନ ସୁଦ୍ଧା ଦେଶରେ ୫ ହଜାର ୭୫୩ ଓମିକ୍ରନ…