Odia News Portal
Browsing Tag

corona china

ପୁଣି ଚୀନରେ କାୟା ମେଲାଉଛି କରୋନା, ଭୟଙ୍କର ରୂପ ଦେଖାଉଛି ଓମିକ୍ରନ୍‌ ଓ ଡେଲଟା

ପୁଣି ଚୀନରେ କାୟା ମେଲାଉଛି କରୋନା । ଭୟଙ୍କର ରୂପ ଦେଖାଉଛି ଓମିକ୍ରନ୍‌ ଓ ଡେଲଟା । ବଢୁଛି ଦୈନିକ ସଂକ୍ରମଣ । ୩ ହଜାର ୪୫୦ କେସ ବାହାରିବା ପରେ ସାଂଘାଇରେ ଲକ୍‌ଡାଉନ୍‌ ଫେରିଛି । ୨କୋଟି ୬୦ ଲକ୍ଷ ଲୋକ ତାଲାବନ୍ଦ ଅବସ୍ଥାରେ ଅଛନ୍ତି । ଯାହାକି ଗତ ଦୁଇ ବର୍ଷରେ ସବୁଠୁ ବଡ ଲକଡାଉନ ।