ଓଡ଼ିଶାରେ ସ୍ଥାପନ ହେବ ଭାରତର ସବୁଠୁ ବଡ଼ କରୋନା ହସ୍ପିଟାଲ୍
ଭୁବନେଶ୍ୱର () ଓଡ଼ିଶାରେ ସ୍ଥାପନ ହେବ ଭାରତର ସବୁଠୁ ବଡ଼ କରୋନା ହସ୍ପିଟାଲ୍। ମହାମାରୀ କରୋନା ଭାଇରସର ମୁକାବିଲା ପାଇଁ ଗୁରୁବାର ରାଜ୍ୟ ସରକାର ଏହି ବଡ ପଦକ୍ଷେପ ଗ୍ରହଣ କରିଛନ୍ତି।ସରକାରଙ୍କ ଏହି ପଦକ୍ଷେପ ରେ ସାମିଲ ହୋଇଛି ସମ ହସ୍ପିଟାଲ ।
କୋଭିଡ -୧୯ କରୋନା ଭୁତାଣୁ ସଂକ୍ରମଣ…