Odia News Portal
Browsing Tag

corona in odisha

ଓଡିଶାରେ ୧୦ ହଜାର ଟପିଲା କରୋନା ସଂକ୍ରମଣ

ଓଡିଶାରେ ୧୦ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୧୦ ହଜାର ୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ମୋଟ ପଜିଟିଭ୍ ରେଟ୍ ରହିଛି ୧୨.୪୦ ପ୍ରତିଶତ । ୫ଶହ ଉପରେ ରହିଛି ୪ଟି ଜିଲ୍ଲା । ଖୋର୍ଦ୍ଧାରୁ ସର୍ବାଧିକ ୩ହଜାର ୧୮୮ ଆକ୍ରାନ୍ତ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୩୪୮,…

ରାଜ୍ୟରେ ଆଉ ୨୨୮ କୋରେନା ଆକ୍ରାନ୍ତ ଚିହ୍ନଟ

ଓଡିଶାରେ ଚିହ୍ନଟ ହୋଇଛନ୍ତି ଆଉ ୨୨୮ ନୂଆ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୧୩୧ ଓ ସ୍ଥାନୀୟ ଅଞ୍ଚଳରୁ ୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସ୍କ ୩୨ ଜଣ । ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୧୦୫, ସୁନ୍ଦରଗଡରୁ ୧୫, କଟକରୁ ୧୨,…