Odia News Portal
Browsing Tag

Corona update

ରାଜ୍ୟରେ ଗତ ୨୪ଘଣ୍ଟ ମଧ୍ୟରେ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୦୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୮ କରୋନା ଆକ୍ରାନ୍ତ ଚିହ୍ନଟ, ୨ ମୃତ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଉ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୮୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୪୭.୭୫ ପ୍ରତିଶତ । ଆଜି ମୋଟ ପଜିଟିଭ୍‌ ରେଟ୍‌ ରହିଛି ୦.୩୨ ପ୍ରତିଶତ । ସଂକ୍ରମିତଙ୍କ…

ଗତ ୨୪ ଘଣ୍ଟ ମଧ୍ୟରେ ରାଜ୍ୟରେ ୧୬୦ କରୋନା ଆକ୍ରନ୍ତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ…

ଭୁବନେଶ୍ୱରରେ କରୋନା ୧୫୦ ଛୁଇଁଲା

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରକୁ ଡ଼ରାଇଲାଣି କରୋନା ସଂକ୍ରମଣ । ଗତ ତିନି ଦିନ ହେଲା ସଂକ୍ରମଣ ଶହେ ଉପରେ ରହୁଛି । ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ଦେଢ ଶହ କରୋନା ପଜିଟିଭ୍ । ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଏହି ଆକ୍ରାନ୍ତଙ୍କ ଭିତରେ ୧୧୭ ଜଣ ଆକ୍ରାନ୍ତ ସ୍ଥାନୀୟ ସଂକ୍ରମିତ…

ରାଜ୍ୟରେ ବଢିବାରେ ଲାଗିଛି କରୋନା ସ୍ଥିତି ଜଣେ ମହିଳାଙ୍କ ସମେତ ଆଖି ବୁଜିଲେ ୫ କରୋନା ଆକ୍ରାନ୍ତ

ରାଜ୍ୟରେ କରୋନା ନେଇଛି ଆଉ ୫ ଜଣଙ୍କ ମୁଣ୍ଡ । ଗତ ୨୪ ଘଣ୍ଟା ମଧ୍ୟରେ ୪୦୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି |ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୦କୁ…

ଜାନୁଆରିରେ ସ୍ଥିତି ହେବ ସାଙ୍ଘାତିକ !

ଭୁବନେଶ୍ୱର() ରାଜ୍ୟରେ କୋରୋନା ସ୍ଥିତି ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରେସମିଟ ଆୟୋଜିତ ହୋଇଯାଇଛି । କୋରୋନା ସ୍ଥିତି ନେଇ ଡାକ୍ତର ନୀରଜ ମିଶ୍ର କହିଛନ୍ତି ଯେ, ‘କଟକଣା କୋହଳ କାରଣରୁ ଆଉ ଥରେ କୋରୋନା ସଂକ୍ରମଣ ହେଉଛି । ଶୀତ ଦିନେ ଭାରତରେ କୋରୋନାର ଦ୍ୱିତୀୟ ଲହରି ସମ୍ଭାବନା ରହୁଛି ।…