Odia News Portal
Browsing Tag

corona

ସପ୍ତାହେ ଭିତରେ ୪୧ ପ୍ରତିଶତ ବଢ଼ିଲାଣି କରୋନା ରୋଗୀଙ୍କ ସଂଖ୍ୟା

ଭାରତରେ କରୋନା ସଂକ୍ରମଣ ଲଗାତାର ବଢ଼ିବାରେ ଲାଗିଛି। ଗତ ସପ୍ତାହ ତୁଳନାରେ ଚଳିତ ସପ୍ତାହରେ କରୋନା ମାମଲା ୪୧ ପ୍ରତିଶତ ବୃଦ୍ଧି ପାଇଛି। ଏପ୍ରିଲ ୨୫ରୁ ମେ’ ୧ ମଧ୍ୟରେ ଭାରତରେ କରୋନାର ମୋଟ୍‌ ୨୨,୨୦୦ଟି ନୂଆ ମାମଲା ସାମ୍ନାକୁ ଆସିଛି। ପ୍ରକାଶ ଯେ ପୂର୍ବ ସପ୍ତାହରେ ଏହି ହାର ପାଖାପାଖି…

ଚିନ୍ତା ବଢ଼ାଇଲା XE ଭାରିଆଣ୍ଟ

ଓମିକ୍ରନର ସବ୍ ଭାରିଆଣ୍ଟ XEର ଦ୍ୱିତୀୟ ମାମଲା ମୁମ୍ବାଇରେ ଚିହ୍ନଟ ହୋଇଛି । ବିଏମସି ଏନେଇ ସୂଚନା ଦେଇଛି । ମୁମ୍ବାଇର ଶାନ୍ତାକ୍ରୁଜରେ ୬୭ ବର୍ଷୀୟ ବ୍ୟକ୍ତି XE ଭାରିଆଣ୍ଟରେ ସଂକ୍ରମିତ ହୋଇଛନ୍ତି । କୁହାଯାଉଛି ବ୍ୟକ୍ତି ଜଣଙ୍କ ମାର୍ଚ୍ଚ ୧୧ରେ କାମ ପାଇଁ ବଡ଼ଦୋରା ଯାଇଥିଲେ । ଯେଉଁଠି ଏକ…

ଓଡିଶାରେ ୨୧ ଲକ୍ଷ ଲୋକ ନେଇନାହାଁନ୍ତି ଟିକା

ଓଡିଶାରେ ଜାରି ରହିଛି କରୋନା ଟିକାକରଣ । ଏବେ ସୁଦ୍ଧା ରାଜ୍ୟରେ ୫ କୋଟି ୬୨ ଲକ୍ଷ ଡୋଜ୍ ଦିଆସରିଛି । ପ୍ରଥମ ଡୋଜ୍ ଟିକା ୯୩.୫ ପ୍ରତିଶତ ଲୋକ ନେଇଥିବା ବେଳେ ଦ୍ୱିତୀୟ ଡୋଜ୍ ଟିକା ନେଇଛନ୍ତି ୭୪ ପ୍ରତିଶତ ଲୋକ । ଏବେ ସୁଦ୍ଧା ରାଜ୍ୟରେ ୨୧ଲକ୍ଷ ଲୋକ ଟିକା ନେଇ ନଥିବା ପରିବାର…

ରାଜ୍ୟରେ ୨୪ ଘଣ୍ଟାରେ ୫ ହଜାର ୮୯୧ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ୫ ହଜାର ୮୯୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୯.୮୫ ପ୍ରତିଶତ । ଆଜି ଆଉ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୨୪ ଘଣ୍ଟାରେ ୫୯ ହଜାର ୮୦୭ ନମୁନା ପରୀକ୍ଷା ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୫ ଶହ ଆକ୍ରାନ୍ତ ଚିହ୍ନଟ…

ଧୀରେ ଧୀରେ କମୁଛି ସଂକ୍ରମଣ

ରାଜ୍ୟରେ କରୋନା ସଂକ୍ରମଣ କମିବା ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ଆମେ ଟେଷ୍ଟିଂ କମାଇନାହୁଁ । ଗାଇଡଲାଇନ ଅନୁସାରେ ଟେଷ୍ଟିଂ କରାଯାଉଛି । ଆହୁରି କହିଛନ୍ତି ଆକ୍ଟିଭ କେସରେ ଓଡ଼ିଶା ଅଷ୍ଟମ ସ୍ଥାନରେ ରହିବାର ଦୁଇଟି କାରଣ ରହିଛି ।…

ଟପ୍ ଟେନରେ ଅଛି ଓଡିଶା

ଶ୍ରେଷ୍ଠ ୧୦ଟି ଆକ୍ଟିଭ୍ କେସ୍ ରାଜ୍ୟ ମଧ୍ୟରେ ଓଡ଼ିଶା ରହିଛି। ମହାରାଷ୍ଟ୍ରରେ ସର୍ବାଧିକ ଆକ୍ଟିଭ୍ ସଂକ୍ରମିତ ରହିଛନ୍ତି। ଟପ୍ ୧୦ ଆକ୍ଟିଭ୍ କେସ୍ ରାଜ୍ୟ ମଧ୍ୟରେ ମହାରାଷ୍ଟ୍ର, କର୍ଣ୍ଣାଟକ, ତାମିଲନାଡୁ, କେରଳ, ପଶ୍ଚିମବଙ୍ଗ, ଉତ୍ତର ପ୍ରଦେଶ, ଗୁଜରାଟ, ଓଡ଼ିଶା, ଦିଲ୍ଲୀ ଓ ରାଜସ୍ଥାନ…

ଜାଣନ୍ତୁ ଓମିକ୍ରନର ପ୍ରାଥମିକ ଲକ୍ଷଣ

ଦେଶରେ କରୋନା ଭାଇରସ ଯୋଗୁ ଆତଙ୍କ ବଢି ବଢି ଲାଗିଛି । ପ୍ରତିଦିନ କରୋନାର ନୂଆ ମାମଲା ଦେଖିବାକୁ ମିଳୁଛି । କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ସଂକ୍ରମଣ ମଧ୍ୟ ଦେଶରେ ଦ୍ରୁତ ଗତିରେ ବଢ଼ିଚାଲିଛି । ତେବେ ଆପଣ ଓମିକ୍ରନ ସଂକ୍ରମଣରେ ଅଛନ୍ତି କି ନାହିଁ ଜାଣି ପାରିବେ ଏହି ଲକ୍ଷଣରୁ କରୋନା…

ଆଜି ରାଜ୍ୟରେ ୧୦ ହଜାର ୪୮୯ ଅକ୍ରାନ୍ତ ଚିହ୍ନଟ

ଓଡିଶାରେ ୧୦ ହଜାର ଉପରେ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୧୦ ହଜାର ୪୮୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ସଂକ୍ରମଣ ହାର ରହିଛି ୧୪.୯୫ ପ୍ରତିଶତ । କେବଳ ଖୋର୍ଦ୍ଧାରୁ ୨ ହଜାର ୯୩୪ ନୂଆ କେସ୍ ଆସିଛି । ଯାହା ମୋଟ ଆକ୍ରାନ୍ତଙ୍କର ୨୭.୯୭ ପ୍ରତିଶତ । ସୁନ୍ଦରଗଡରୁ ୧ ହଜାର ୪୪୭, କଟକରୁ ୭୮୬ ଓ…

ଆଜି ରାଜ୍ୟରେ ୧୦ ହଜାର ୮୫୬ ଆକ୍ରାନ୍ତ ଚିହ୍ନଟ

ଓଡିଶାରେ ୨୪ ଘଂଟାରେ ୧୦ ହଜାର ଉପରେ ସଂକ୍ରମଣ । ୨୪ ଘଣ୍ଟାରେ ୧୦ ହଜାର ୮୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ସଂକ୍ରମଣ ହାର ରହିଛି ୧୪.୪୮ ପ୍ରତିଶତ । କେବଳ ଖୋର୍ଦ୍ଧାରୁ ୩ ହଜାର ୮୭ ନୂଆ କେସ୍ ଆସିଛି । ଯାହା ମୋଟ ଆକ୍ରାନ୍ତଙ୍କର ୨୮.୪୩ ପ୍ରତିଶତ । ସୁନ୍ଦରଗଡରୁ ୧ ହଜାର ୯୪୩, କଟକରୁ…

ଦେଶରେ ୨୪ ଘଣ୍ଟାରେ ୨ ଲକ୍ଷ ୬୪ ହଜାରରୁ ଅଧିକ ପଜିଟିଭ ଚିହ୍ନଟ

ସାରା ଦେଶରେ କରୋନା ଆତଙ୍କ ଖେଳାଇଛି । ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୬୪ ହଜାର ୨୦୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏବେ ଭାରତରେ ଦୈନିକ ପଜିଟିଭିଟି ରେଟ୍ ୧୪.୭୮ ପ୍ରତିଶତ ରହିଛି । ଯଦି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା କହିବା ତାହାଲେ ବର୍ତ୍ତମାନ ସୁଦ୍ଧା ଦେଶରେ ୫ ହଜାର ୭୫୩ ଓମିକ୍ରନ…