Odia News Portal
Browsing Tag

corona

ରାଜ୍ୟରେ ପୁଣି ୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଉଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୫ ଜଣଙ୍କ ଜୀବନ ଯାଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା…

ଆଜି ରାଜ୍ୟରେ ୪୪୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଆଜି ପୁଣି ୫ଶହ ତଳକୁ ଖସିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଆଉ ୪୪୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସ୍ଥାନୀୟ ୧୮୬, ସଙ୍ଗରୋଧରୁ ୨୫୮ ଓ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୫୯ ଜଣ। ୨୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୮,…

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ଉପର ତଳ ହେଉଛି । ସହିଅନୁଯାୟୀ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ସଂଖ୍ୟା ମୁତାବକ ଗତ ୨୪ ଘଣ୍ଟା ମଧ୍ୟରେ ନୂତନ ୨୮,୩୨୬ ନୂତନ ମାମଲା ସାମ୍ନାକୁ ଆସିଥିବା ବେଳେ ଗତ ୨୪ ଘଣ୍ଟାରେ ୨୬୦ ଜଣଙ୍କର ମୃତ୍ୟୁ ହୋଇଛି ।…

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୫ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୪୨ ଓ ସ୍ଥାନୀୟ ସଂକ୍ରମିତ ୨୪୩ ଜଣ ରହିଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୬ ଜଣ ଶିଶୁ ଓ କିଶୋର ରହିଛନ୍ତି। ରାଜ୍ୟର ଅନୁଗୁଳ…

୩ଦିନ ପାଇଁ ସିଲ୍ ହେଲା ଭୁବନେଶ୍ୱର କୋର୍ଟ ପରିସର

ଭୁବନେଶ୍ୱର: ରାଜଧାନରେ ସଂକ୍ରମଣ ପୁଣି ଭୟଙ୍କର ରୂପ ନେଇ ଆତଙ୍କ ସୃଷ୍ଟି କରୁଛି। କିନ୍ତୁ ଲୋକେ ଚେତୁନାହାନ୍ତି । ବେପରୁଆ ଭାବେ ବୁଲୁଛନ୍ତି।କୋଭିଡ୍ ନିୟମ ମାନୁନାହାନ୍ତି । ବଜାରରେ ଭିଡ ଜମାଉଛନ୍ତି । ମାସ୍କ ପିନ୍ଧୁନାହାନ୍ତି, ସାମାଜିକ ଦୂରତା ରଖୁନାହାନ୍ତି । ଏଭଳି ସ୍ଥିତି ପୁଣି…

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ନୂଆଦିଲ୍ଲୀ: ଦେଶରେ ଗୁରୁବାର ଦିନକ ମଧ୍ୟରେ ୩୧,୩୮୨ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଦିନକରେ ୩୨,୫୪୨ ଜଣ କୋଭିଡରୁ ଆରୋଗ୍ୟଲାଭ କରିଛନ୍ତି। ଦେଶରେ ଦୈନିକ ସଂକ୍ରମଣ ହାର ୨% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୦୭% ରହିଛି। ଅନ୍ୟପକ୍ଷରେ କୋଭିଡରୁ ଆରୋଗ୍ୟ ହାର…

ରାଜ୍ୟରେ ଆଉ ୬ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ । ତେବେ ପ୍ରତିଦିନ ରାଜ୍ୟରେ ପ୍ରତିଦିନ ଗଢ଼ୁଛି ମୁଣ୍ଡ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଆଉ ୬ ଜଣଙ୍କର ମୃତ୍ୟୁ ଘଟିଛି। କଟକରୁ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ସୁନ୍ଦରଗଡ ଜିଲାରେ ମଧ୍ୟ ୩ ଜଣ କରୋନା…

ତୃତୀୟ ଲହରକୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟ ବିଶେଷଜ୍ଞ

ଭୁବନେଶ୍ୱର: କରୋନାର ଦ୍ୱିତୀୟ ଲହରର ପ୍ରଭାବ ଧିରେ ଧିରେ କୁମଥିବା ବେଳେ ତୃତୀୟ ଲହରକୁ ନେଇ ସବୁଠି ଆରମ୍ଭ ହୋଇଛି ଚର୍ଚ୍ଚା । ଦ୍ୱିତୀୟ ଲହର ଅପେକ୍ଷା ତୃତୀୟ ଲହର ଅଧିକ ମାରତ୍ମକ ହେବ । ଶିଶୁଙ୍କ ପ୍ରତି ଅଧିକ ଘାତକ ସାଜିବ ବୋଲି ମଧ୍ୟ କୁହାଯାଉଛି । ତେବେ ଏଭଳି ସ୍ଥଳେ ତୃତୀୟ ଲହରକୁ ନେଇ…

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନକ ମଧ୍ୟରେ ୬୪୪ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୭୫ ଏବଂ ସ୍ଥାନୀୟ ସଂକ୍ରମିତ ୨୬୯ ରହିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ପିଲା ଓ କିଶୋର ୭୨ ଜଣ ରହିଛନ୍ତି। ରାଜ୍ୟର ଅନୁଗୁଳ…

ରାଜ୍ୟରେ ଆଉ ୭ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ଆଉ ୭ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଅନୁଗୁଳ, କଟକ, ଯାଜପୁର, ଖୋର୍ଦ୍ଧା  ଜିଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି। ସେହିଭଳି ନବରଙ୍ଗପୁର, ପୁରୀ ଓ ସୁନ୍ଦରଗଡ ଜିଲାରେ ମଧ୍ୟ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।…