Odia News Portal
Browsing Tag

corona

ରାଜ୍ୟରେ ତଳମୁହାଁ କରୋନା ମିଟର, ଆଜି ୪ହଜାର ୮୫୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ମିଟର । ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪ହଜାର ୮୫୨ ନୂଆ ଆକ୍ରାନ୍ତ । ସେପଟେ ମୃତକଙ୍କ ସଂଖ୍ୟା କମିବାର ନାଁ ଧରୁନି । ଆଜି ୪୭ଜଣଙ୍କ ମୁଣ୍ଡ ନେଇଛି ମହାମାରୀ । । ଆଜି ୨୭୬୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୦୮୭ଜଣ

ଆଜି ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଲଗାତାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫,୨୩୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୯୫୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୨୭୮ଜଣ ପଜିଟିଭ

ସତର୍କ ହୋଇ ଯାଆନ୍ତୁ, ୨ମାସରେ ଅମାନିଆଙ୍କଠାରୁ ଆଦାୟ ହେଲାଣି ସାଢ଼େ ୧୪ କୋଟି

ଭୁବନେଶ୍ୱର: କରୋନା କଟକଣାକୁ ନମାନି ବୁଲୁଥିବା ଅମାନିଆଙ୍କ ନିକଟରୁ ୨ ମାସରେ ଆଦାୟ ହେଲାଣି ସଢ଼େ ୧୪ କୋଟି ଟଙ୍କାର ଫାଇନ୍ । ଏପ୍ରିଲ ୧ରୁ ଏଯାବତ ୪ ଲକ୍ଷ ୭୬ ହଜାର ଅମାନିଆଙ୍କୁ ଧରାଯାଇଥିବା ବେଳେ ୧୪ ଲକ୍ଷ ୫୮ ହଜାର ଟଙ୍କା ଜରିମାନା କଟାଯାଇଛି । ସେପଟେ, ୩୫ ହଜାର ଦୋକାନ ସିଲ ହୋଇଥିବା

ଆଜି ୬ହଜାର ୯୭ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଆଜି ୬,୦୯୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ଓ ଲୋକସମ୍ପର୍କ ବିଭାଗ ଜଣାଇଛି । ନୂତନ ସଂକ୍ରମିତଙ୍କ ମଧ୍ୟରୁ ୩୪୪୬ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବାବେଳେ ୨୬୫୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୧୭ ଜଣ

କରୋନାର ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବେ

ଭୁବନେଶ୍ୱର: କରୋନାର ଦ୍ୱିତୀୟ ଲହର ସରିନଥିବା ବେଳେ ତୃତୀୟ ଲହରକୁ ନେଇ ଆସିଛି ବଡ଼ ଖବର । କରୋନାର ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହୋଇପାରନ୍ତି । ପ୍ରଥମ ଲହରରେ ମଧ୍ୟ ଶିଶୁମାନେ କରୋନାରେ ପୀଡିତ ଥିଲେ । ଦ୍ୱିତୀୟ ଲହରେ ଶିଶୁମାନେ କରୋନା ପଜିଟଭ ଚିହ୍ନଟ ହୋଇଛନ୍ତି । ଭବିଷ୍ୟତରେ

କରୋନାରେ କାର୍ଯ୍ୟରତ ଶିକ୍ଷକଙ୍କ ମୃତ୍ୟୁ

ବେଗୁନିଆ: ରାଜ୍ୟରେ କରୋନା ସଂକ୍ରମଣ କମିଥିବା ବେଳେ ପ୍ରତିଦିନ ଯାଉଛି ଅନେକଙ୍କ ଜୀବନ । ଏହାରି ଭିତରେ ଜଣେ କାର୍ଯ୍ୟରତ ଶିକ୍ଷକଙ୍କ କରୋନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବେଗୁନିଆ ବ୍ଲକ ଡିଙ୍ଗର ପଞ୍ଚାୟତ ଅନ୍ତର୍ଗତ ଲେହଙ୍ଗ ପ୍ରାଥମିକ ବିଦ୍ୟାଳୟରେ କାର‌୍ୟ୍ୟରତ ଶିକ୍ଷକ

ବ୍ୟାଙ୍କରେ କରୋନା

ରାୟଗଡ଼ା: ବ୍ୟାଙ୍କର ସମସ୍ତ କର୍ମଚାରୀ କରୋନା ସଂକ୍ରମିତ । ଶେଷରେ ବ୍ୟାଙ୍କରେ ପଡ଼ିଲା ତାଲା । ରାୟଗଡ଼ା ସଦର ବ୍ଲକ ଜେକେପୁରରେ ଥିବା ଇଣ୍ଡିଆନ ଓଭରସିଜ୍ ବ୍ୟାଙ୍କରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ବ୍ୟାଙ୍କର ସମସ୍ତ କର୍ମଚାରୀଙ୍କୁ କରୋନା ଲକ୍ଷଣ ଦେଖାଦେବା ପରେ ଆଜି ପରୀକ୍ଷା କରିବା ବେକେ

ଚାଲିଛି ହୋଟେଲ କର୍ମଚାରୀଙ୍କ ସ୍ୱତନ୍ତ୍ର ଟିକାକରଣ

ଭୁବନେଶ୍ୱର: କରୋନା ସଞ୍ଜିବନି ଟିକା ନେବା ଲାଗି ଚାଲିଛି ପଞ୍ଜିକରଣ । ସେପଟେ ଦୁଇଟି ଡୋଜ ନେଇ ସାରିଲେଣି ଅନେକ ଲୋକ । ଏହାରି ଭିତରେ ହୋଟେଲ ଆଣ୍ଡ ରେଷ୍ଟୁରାଣ୍ଟଆସୋସିଏସନ ଅଫ ଓଡ଼ିଶା ପକ୍ଷରୁ ଏକ ତାଲିକା ପ୍ରସ୍ତୁତ କରି ଦିଆଯାଉଛି ଟିକା । ଏହି ଆସୋସିଏସନର ସଦସ୍ୟଙ୍କ ଲିଷ୍ଟ ଅନୁସାରେ

ଏୟାରପୋର୍ଟ ଅଭିମୁଖେ ଅଭିଶେକ

ଭୁବନେଶ୍ୱର: ଏୟାରପୋର୍ଟ ଅଭିମୁଖେ ବାହାରିଛନ୍ତି ବାସୁଦେବପୁର ଅଞ୍ଚଳର ଯୁବକ ଅଭିଶେକ ମହାପାତ୍ର । ଆଜି ଏୟାର ଆମ୍ବୁଲାନ୍ସରେ କୋଲକାତା ନିଆଯିବ ଅଭିଶେକଙ୍କୁ । ଭୁବନେଶ୍ୱର କଳିଙ୍ଗ ହସ୍ପିଟାଲରୁ ଗ୍ରୀନ କରିଡରରେ ତାଙ୍କୁ ଏୟାରପୋର୍ଟ ନିଆଯାଉଛି । କୋଭିଡ ଆକ୍ରାନ୍ତ ପରଠାରୁ ଗୁରୁତର ଅଛନ୍ତି

ଆଜି ୪୩ଜଣଙ୍କ ମୁଣ୍ଡନେଲା କରୋନା

ଭୁବନେଶ୍ୱର: ଦୈନିକ ସଂକ୍ରମଣ ହାର କମୁଥିବାବେଳେ କମୁନି ମୃତ୍ୟୁ ସଂଖ୍ୟା । ଆଜି ରାଜ୍ୟରେ ୪୩ଜଣଙ୍କ କରୋନାଜନିତ ମୃତ୍ୟୁ ହୋଇଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ହଜାର ୧୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୩୩୯୭ ଜଣ ପଜିଟିଭ ଓ ସ୍ଥାନୀୟ