Odia News Portal
Browsing Tag

corona

ରାଜ୍ୟରେ ୮୮୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱରେ: କମୁନି କରୋନାର କାୟା । ରାଜ୍ୟରେ ୨୪ ଗଣ୍ଟା ମଧ୍ୟରେ ୮୮୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯୪୮ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୩୮୯୧ଟି ହେଉଛି ଲୋକାଲ୍ କେସ୍। ସେହିପରି ରାଜ୍ୟରେ ଆଉ ୪୨ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଖୋର୍ଦ୍ଧା

ଦିନକରେ ଭୁବନେଶ୍ୱରରୁ ଚିହ୍ନଟ ହେଲେ ୯୧୮ ଆକ୍ରାନ୍ତ

ଭୁବନେଶ୍ୱର: ୨୪ ଘଣ୍ଟାରେ ଭୁବନେଶ୍ୱରରୁ ଚିହ୍ନଟ ହୋଇଛନ୍ତି ୯୧୮ଜଣ କରୋନା ଆକ୍ରାନ୍ତ । କ୍ୱାରେନଣ୍ଟାଇନରୁ ୧୬୯ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ ରହିଛି ୭୪୯ । ତେବେ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି କମ୍ ରହିଛି । ସେପଟେ ଆଜି ୧୧୦୨ ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ଚିନ୍‌କୁ ଫେରିଲା କରୋନା

ନୂଆଦିଲ୍ଲୀ: କରୋନା ଭାଇରସ୍‌ର ଉତ୍ପତିସ୍ଥଳ ହେଉଛି ଚାଇନା । ତେବେ ଧିରେ ଧିରେ ଏହା ସାରା ବିଶ୍ୱକୁ କବଳିତ କରିବସିଥିଲା । ପରବର୍ତ୍ତୀ ସମୟରେ ଚିନରେ କରୋନା ସ୍ଥିତି ଆୟତ ହୋଇଥିଲା । ଚିନରେ ଲକ୍‌ଡାଉନ ଉଠିଥିବା ବେଳେ ବାହାର ଦେଶରେ ଲକଡାଉନ ଲାଗି ରହିଛି । ତେବେ ପୁଣିଥରେ ଚାଇନାକୁ ଫେରିଛି

ଆଜି ୪୩୪ ପଜିଟିଭ, ୫ ମୃତ, ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ବର() କମିବାରେ ଲାଗିଛିି କରୋନା ସଂକ୍ରମଣ । ଆଜି ପୁଣି ୪୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୮୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୦୧୭ କୁ ବୃଦ୍ଧି ପାଇଛି ।…

କମୁଛି ମୃତ୍ୟୁ ହାର, ଆଜି ୫…..

ଭୁବନେଶ୍ବର()   ଆଜି ୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ପୁରୀରୁ…

ଗ୍ରୀନ୍‌ ଜୋନରେ ଓଡିଶା

ଭୁବନେଶ୍ବର () କରୋନା ସଂକ୍ରମଣ କମିଛି ସହ ମୃତ୍ୟୁରେ ବ୍ରେକ୍‌ ଲାଗିଛି  । ୨୪ ଘଣ୍ଟା ମଧ୍ୟରେ ୫୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

କରୋନାରେ ଆଜି ଆଉ ୧୨ ମୃତ, ଆଜି ବି ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ବର()  ଆଜି ୫୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ…

ଆଜି ଆଉ ୧୪ ମୁଣ୍ଡ ନେଲା କରୋନା, ଅନୁଗୁଳରୁ ସର୍ବାଧିକ

ଭୁବନେଶ୍ବର()  ଆଜି ୫୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ ଓ…

ରାଜ୍ୟରେ ଆଜି ୫୯୪ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର()  ରାଜ୍ୟରେ ଆଜି ୫୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୪୩ ଜଣ ଚିହ୍ନଟ ହୋଇଥିବାବେଳେ ୨୫୧ଟି ଲୋକାଲ କେସ୍‌ ରହିଛି। ନୂତନ…

କରୋନାରେ ଆଉ ୧୭ ମୃତ, ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ବର()  ଆଜି ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ…