ଆଉ ୧୭୯୩ ପଜିଟିଭ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର() ଆଜି ରାଜ୍ୟରୁ ୧୭୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୩୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୬୨ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି ।
ଖୋର୍ଦ୍ଧାରୁ ସର୍ବାଧିକ ୨୦୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି । ଅନ୍ୟ…