Odia News Portal
Browsing Tag

corona

କରୋନା ଆକ୍ରାନ୍ତଙ୍କ କ୍ଷେତ୍ରରେ ହୃଦରୋଗ ସମସ୍ୟା ବଢିପାରେ

ଭୁବନେଶ୍ବର()  କରୋନାରେ ଅଧିକ ପ୍ରଭାବିତ ହେଉଛନ୍ତି ମଧୁମେହରେ ପୀଡିତ ରୋଗୀ ଓ ହୃଦରୋଗୀ । ରାଜ୍ୟ ସରକାରଙ୍କ ପକ୍ଷରୁ କରୋନା ଆକ୍ରାନ୍ତ ହୃଦରୋଗୀଙ୍କୁ ଡାକ୍ତର ମହେନ୍ଦ୍ର ତ୍ରିପାଠୀ ପରାମର୍ଶ ଦେଇ କହିଛନ୍ତି ଯେ, ‘ କରୋନା ଆକ୍ରାନ୍ତଙ୍କ କ୍ଷେତ୍ରରେ ହୃଦରୋଗ ସମସ୍ୟା ବଢିପାରେ । କରୋନାରେ…

କର୍କଟ ରୋଗୀଙ୍କୁ ସଂକ୍ରମଣ ଆଶଙ୍କା ଅଧିକ

ଭୁବନେଶ୍ୱର() ରାଜ୍ୟରେ କରୋନା ସ୍ଥିତି ନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାର । ଏହାସହ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରା୍ନ ଉତ୍ତର ମଧ୍ୟ ଦେଇଛନ୍ତି । ଦିଆଯାଇଥିବା ସୂଚନା ଅନୁସାରେ କର୍କଟ ରୋଗୀ ଥିବା ବ୍ୟକ୍ତିଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ ରହିଛି । କାରଣ ସେମାନଙ୍କ ପାଖରେ ରୋଗ…

ରାଜଧାନୀରୁ ଆଉ ୩୦୧ ପଜିଟିଭ, ୨୧୮ ଲୋକାଲ କେସ

ଭୁବନେଶ୍ୱର() ଆଜି ବି  ଭୁବନେଶ୍ୱରରୁ ୩୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୦୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୮୩ ଓ ସ୍ଥାନୀୟ ଅଞ୍ଚଳରୁ ୨୧୮ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି । ବର୍ତ୍ତମାନ…

ବଡ଼ ଖବର, ଆଜି ଆଉ ୧୫ ମୁଣ୍ଡ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର()  ରାଜ୍ୟ ଆଜି ୪୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪, ମୟୁରଭଞ୍ଜ ଓ ପୁରୀରୁ ୨, ନୟାଗଡ଼, ନୂଆପଡ଼ା, ମାଲକାନଗିରି, କନ୍ଧମାଳ, ଢ଼େଙ୍କାନାଳ, କଟକ ଓ ବାଲେଶ୍ୱରରୁ ଜଣେ ଲେଖାଏଁ…

ପଜିଟିଭ ଥିବା ମା ପାଖରୁ ଜନ୍ମିତ ଶିଶୁ ପଜିଟିଭ ବାହାରିବା ଆଶଙ୍କା କମ

ଭୁବନେଶ୍ୱର() ରାଜ୍ୟରେ କରୋନା ସ୍ଥିତି ନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାର । ଏହାସହ ବିଭିନ୍ନ ପ୍ରଶ୍ନର ମଧ୍ୟ ଉତ୍ତର ଦେଇଛନ୍ତି । ସାମାଜିକ ଦୂରତା, ମାସ୍କ ପିନ୍ଧିବା ଓ ହାତ ଧୋଇବା ଜରୁରୀ ବୋଲି କୁହାଯାଇଛି । ଗର୍ଭବତୀ ମହିଳା କରୋନା ପଜିଟିଭ ବାହାରିଲେ ସେମାନେ ଆଇସୋଲେସନରେ ରହିପାରିବେ ।…

ଛୋଟ ପିଲା ପାଖରେ ଲକ୍ଷଣ ଦେଖାଗଲେ ତୁରନ୍ତ ହସ୍ପିଟାଲ ନେବା ଜରୁରୀ

ଭୁବନେଶ୍ୱର() ରାଜ୍ୟରେ କରୋନା ସ୍ଥିତି ନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାର । ଛୋଟ ପିଲା ସଂକ୍ରମିତ ହେଲେ କିପରି ତାର ଚିକିତ୍ସା କରାଯିବ ଓ ଦେଖାରଖା କରାଯିବ ସେନେଇ ପରାମର୍ଶ ଦିଆଯାଇଛି । ମାସ୍କ ପିନ୍ଧିବା, ସାମାଜିକ ଦୂରତର ରକ୍ଷା କରିବା ଓ ହାତ ଧୋଇବା ଜରୁରୀ ବୋଲି କୁହାଯାଇଛି । ତେଣୁ…

କରୋନା ନେଲା ଆଉ ୯ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୭୧୦କୁ ବୃଦ୍ଧି

ଭୁବନେଶ୍ୱର() ଆଜି ରାଜ୍ୟରେ ୪୨୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି…

ଆଜି ୪୨୪୨ ପଜିଟିଭ୍, ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୪ ହଜାର ପାର

ଭୁବନେଶ୍ୱର() ଆଜି ପୁଣି ୩୦ ଜିଲ୍ଲାରୁ ୪୨୪୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୦୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୭୩୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪,୧୨୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ…

କରୋନା ସଂକ୍ରମିତଙ୍କୁ ଆଡଭାଇସ

ଭୁବନେଶ୍ୱର() ଗୃହ ପୃଥକବାସରେ ରହୁଥିବା କରୋନା ସଂକ୍ରମିତଙ୍କୁ ଡାକ୍ତର ଦେଇଛନ୍ତି ଲାଇଭ ଆଡଭାଇସ । ଗୃହ ପୃଥକବାସରେ ରହୁଥିବା ଲୋକେ କି ପ୍ରକାର ସତର୍କତା ଅବଲମ୍ବନ କରିବେ ଏବଂ ନିଜେ କିଭଳି ନିଜର ଯତ୍ନ ନେବେ ସେନେଇ ବିଶିଷ୍ଟ ଭେଜଷ ବିଶେଷଜ୍ଞ ଡାକ୍ତର ଜୟନ୍ତ ପଣ୍ଡା ଓ ଡାକ୍ତର ପ୍ରଜ୍ଞା…

୨୪ଘଣ୍ଟାରେ ୯୩,୩୩୭ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ() ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୯୩,୩୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨୪୭ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩,୦୮,୦୧୫କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା…