Odia News Portal
Browsing Tag

corona

ରାଜ୍ୟରେ ଆଉ ୧୬୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୬୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧାରୁ ୮୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୫୨.୦୭ ପ୍ରତିଶତ । ଆଜି ମୋଟ ପଜିଟିଭ୍ ରେଟ୍ ରହିଛି ୦.୨୭ ପ୍ରତିଶତ । ସଂକ୍ରମିତଙ୍କ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୪ ନୂଆ କରୋନା ଆକ୍ରାନ୍ତ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୭୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୫୧.୨୯ ପ୍ରତିଶତ । ଆଜି ମୋଟ ପଜିଟିଭ୍ ରେଟ୍ ରହିଛି ୦.୨୫ ପ୍ରତିଶତ । ସଂକ୍ରମିତଙ୍କ…

ରାଜ୍ୟରେ ଆଉ ୧୭୩ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୮୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୪୮.୫୫ ପ୍ରତିଶତ । ଆଜି ମୋଟ ପଜିଟିଭ୍ ରେଟ୍ ରହିଛି ୦.୨୬ ପ୍ରତିଶତ । ସଂକ୍ରମିତଙ୍କ…

ରାଜ୍ୟରେ ୨୨୮ କୋରନା ଆକ୍ରନ୍ତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୨୧୮ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୧୨୭ ଓ ସ୍ଥାନୀୟ ଅଂଚଳରୁ ୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୨୮ ଜଣ ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ରାଜ୍ୟରେ ଗତ ୨୪ଘଣ୍ଟ ମଧ୍ୟରେ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୦୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ…

ଗତ ୨୪ ଘଣ୍ଟ ମଧ୍ୟରେ ରାଜ୍ୟରେ ୧୬୦ କରୋନା ଆକ୍ରନ୍ତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ…

ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ କରୋନା ଚିହ୍ନଟ ହୋଇଛନ୍ତି

ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ କରୋନା ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୧୦୫୧୪୧୪ ରେ ପହଂଚିଛନ୍ତି । ସଂକ୍ରମିତ ମଧ୍ୟରୁ ୨୧ ଜଣ ୧୮ ବର୍ଷ ବୟସରୁ କମ୍ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ ଜଣ । ବରଗଡ ଜିଲ୍ଲାରୁ ୩ ଜଣ । ଭଦ୍ରକ ଜିଲ୍ଲାରୁ ଜଣେ ।…

ହକିରେ ପଶିଲା କରୋନା

ଜୁନିଅର ବିଶ୍ୱକପ ହକିରେ ପଶିଲା କରୋନା । ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଖେଳାଯାଉଥିଲା ପୁରୁଷ ଜୁନିଅର ବିଶ୍ୱକପ ହକିରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିଲା ସୂଚନା ମିଳିଛି । ପଜିଟିଭ ଚିହିନଟ ହୋଇଥିବା ବ୍ୟକ୍ତି ଜଣକ କଳିଙ୍ଗ ଷ୍ଟାଡିୟମ ମିଡିଆ ସେଣ୍ଟର ବ୍ୟବହାର କରିଥିଲେ ।…

ଟିକା ନନେଲେ ହୋଟେଲ ଓ ମଲ୍କୁ ମନା

ଭାରତରେ ଓମିକ୍ରନ ମାମଲା ସାମ୍ନାକୁ ଆସିବା ପରେ ତାମିଲନାଡୁର ମଦୁରାଇ ପ୍ରଶାସନ ବଡ଼ ପଦକ୍ଷେପ ନେଇଛି। ସଂକ୍ରମଣକୁ ରୋକିବା ପାଇଁ ଟିକାକରଣକୁ ପରୋକ୍ଷରେ ବାଧ୍ୟତାମୂଳକ କରାଯାଇଛି। ନିୟମ ଅନୁସାରେ, ଟିକା ନେଇ ନଥିବା ଲୋକଙ୍କୁ ମଲ, ଶପିଂ କମ୍ପ୍ଲେକ୍ସ, ହୋଟେଲ ଓ ଅନ୍ୟ ସର୍ବସାଧାରଣ ସ୍ଥାନରେ…

ଚିନ୍ତା ବଢାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ

ସାରା ବିଶ୍ୱରେ କରୋନାର ଓମିକ୍ରନ ଭାରିଆଣ୍ଟ ଆତଙ୍କ ଖେଳାଇ ଦେଇଥିବା ବେଳେ ବିଦେଶ ଫେରନ୍ତାଙ୍କ ପାଇଁ ସଂଶୋଧିତ ଗାଇଡଲାଇନ ଜାରି କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ । ଡିସେମ୍ବର ପହିଲାରୁ ଏହି ଗାଇଡଲାଇନ ଲାଗୁ ହେବ । ସଂଶୋଧିତ ଗାଇଡଲାଇନ ଅନୁସାରେ, ଯାତ୍ରା ପୂର୍ବରୁ ୧୪ ଦିନର…