Odia News Portal
Browsing Tag

corona

କାୟା ମେଲଉଛି କରୋନା, ବାହାରୁ ଫେରିବା ପରେ ଏହି ଉପାୟରେ ପୋଷାକକୁ କରନ୍ତୁ ଜୀବାଣୁ ମୁକ୍ତ

ବିଶ୍ୱ ବ୍ୟାପି ଏହି ମରଣାନ୍ତକ ଭାଇରସରେ ଲକ୍ଷାଧିକ ଲୋକଙ୍କ ଜୀବନ ମଧ୍ୟ ଗଲାଣି । ନିଜକୁ ଏହା ଦାଉରୁ କିପରି ବଞ୍ଚାଯାଇ ପାରିବ ସେନେଇ ସରକାରଙ୍କ ବ୍ୟତୀତ ବିଭିନ୍ନ ସ୍ୱେଚ୍ଛାସେବି ସଂସ୍ଥା ମାନେ ବାରମ୍ବାର ଜନସାଧାରଣଙ୍କୁ ସତର୍କ କରାଉଛନ୍ତି । ପୂର୍ବାପେକ୍ଷା ଲୋକେ ବି ନିଜ ନିଜ ସ୍ୱଚ୍ଛତା…

ଷ୍ଟେଜ୍-୩ରେ ଓଡ଼ିଶା

ଭୁବନେଶ୍ୱର() ଷ୍ଟେଜ୍-୩ ପାଦଦେଶରେ ଓଡ଼ିଶା ପହଞ୍ଚିଛି ବୋଲି କହିଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ବୈଷୟିକ ମୁଖପାତ୍ର ଡାକ୍ତର ଜୟନ୍ତ ପଣ୍ଡା । ତେବେ କରୋନା ମହାମାରୀକୁ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ । ପ୍ରବାସୀ ଓଡ଼ିଆଙ୍କ ପାଇଁ ରାଜ୍ୟରେ ସଂକ୍ରମଣର ମାତ୍ରା ବଢ଼ି ଚାଲିଛି । କିନ୍ତୁ…

୨୪ ଘଣ୍ଟାରେ ୩,୯୦୦ ନୂଆ ମାମଲା

ଏକ ସତର୍କ, ସକ୍ରିୟ ତଥା ବର୍ଗୀକୃତ ମୁକାବିଲା ନୀତିର ଅଂଶବିଶେଷ ସ୍ବରୂପ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସରକାରଙ୍କ ସହିତ ମିଶି ଭାରତ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି । ଏହାକୁ ନିୟମିତ ଭାବେ ଉଚ୍ଚସ୍ତରରେ ସମୀକ୍ଷା ଏବଂ ଅନୁଧ୍ୟାନ କରାଯାଉଛି। କୋଭିଡ-୧୯…

ଦୁଇ ବରିଷ୍ଠ ଅଧିକାରୀଙ୍କୁ ଗଞ୍ଜାମ ଦାୟିତ୍ୱ

ଭୁବନେଶ୍ୱର() ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ସେହିପରି ଗଞ୍ଜାମ ଜିଲ୍ଲାରେ ୪କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଦୁଇ ବରିଷ୍ଠ ଅଧିକାରୀଙ୍କୁ ଗଞ୍ଜାମ ଦାୟିତ୍ୱ ଦିଆଯାଇଛି । ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀଙ୍କୁ ଓ ଆରଏମଆରସି…

ଜାଣନ୍ତୁ କରୋନା ଭାଇରସର ପ୍ରକୃତ ରଙ୍ଗ, ଦେଖନ୍ତୁ

ନୂଆଦିଲ୍ଲୀ () ସମଗ୍ର ବିଶ୍ୱରେ କରୋନା ଭାଇରସ ଯୋଗୁଁ ବର୍ତ୍ତମାନ ପର୍ୟ୍ୟନ୍ତ ଅଢ଼େଇ ଲକ୍ଷରୁ ଅଧିକ ମୃତ୍ୟୁ ହୋଇସାରିଛି। ଏହି ସମୟରେ ସ୍କଟଲ୍ୟାଣ୍ଡର ‘ସ୍କୁଲ ଅଫ୍ ଲାଇଫ୍ ସାଇନ୍ସ’ ଶରୀରରେ ଲୁଚି ରହିଥିବା କରୋନା ଭାଇରସଙ୍କର କିଛି ସ୍ପଷ୍ଟ ଫଟୋ ଉଠାଇଛନ୍ତି। ଏହି ଫଟୋଗୁଡ଼ିକରେ ସ୍ପଷ୍ଟ ଭାବେ…

କରୋନାରେ ଆକ୍ରାନ୍ତଙ୍କ ହେଲା ଏହି ଫଳ

ଶେଷରେ କରୋନାର ଶିକାର ହୋଇଛନ୍ତି ଛେଳି। ଏକ ଆଫ୍ରିକୀୟ ଦେଶ ତାଞ୍ଜାନିଆରେ ଛେଳି ଓ ଫଳ ମଧ୍ୟ କରୋନା ପଜିଟିଭ ବୋଲି ଜଣାପଡିଛି। ରବିବାର ଦିନ ଜଣାପଡିଥିଲା ଯେ, ସେଠାର ଏକ ଛେଳି ଓ ସ୍ବତନ୍ତ୍ର ପ୍ରକାର ଫଳ ପପ୍ (PawPaw) କରୋନା ଭାଇରସ୍ ସଂକ୍ରମିତ ହୋଇଥିବାର ଜଣାପଡିଥିଲା। ଏହାପରେ ଦେଶର…

ରାଜ୍ୟରେ ଆଉ ତିନି କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର() ରାଜ୍ୟରେ ଆଉ ତିନି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଏହି ତିନି ନୂଆ ଆକ୍ରାନ୍ତ ଝାରସୁଗୁଡ଼ା, ଦେବଗଡ଼ ଓ କେନ୍ଦୁଝରରର ବୋଲି ଜଣାପଡ଼ିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ୧୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାରେ କଲ୍ୟାଣ ବିଭାଗ ପକ୍ଷରୁ…

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର ()ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି । ଆକ୍ରାନ୍ତ ଜଣକ ଯାଜପୁରର ବୋଲି ଜଣାପଡ଼ିଛି । ତାଙ୍କ ବୟସ ୩୮ ହୋଇଥିବା ବେଳେ ସେ ନିକଟରେ ପଶ୍ଚିମବଙ୍ଗରୁ ଫେରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…

ରାଜ୍ୟରେ ଆଉ ୩ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର()ରାଜ୍ୟରେ ପୁଣି ୩ କରୋନା ପଜିଟିଭ ଚିହ୍ନଟ । ଆଜି ପୁଣି ଓଡିଶାରେ ଆଉ ୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରେ ପ୍ରକାଶ ପାଇଛି । ତେବେ ୩ ଆକ୍ରାନ୍ତ ଭଦ୍ରକର ବୋଲି ଜଣାପଡିଛି ।ଏହାକୁ ମିଶାଇ ରାଜ୍ୟରେ କରୋନା…

ରାଜ୍ୟରେ ସୁସ୍ଥ ହେଲେ ଆଉ ୫ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର() ରାଜ୍ୟରେ ଆଉ ୫ଜଣ କରୋନା ରେ ଆକ୍ରାନ୍ତ ଥିବା ରୋଗୀ ସୁସ୍ଥ ହୋଇଛନ୍ତି । ପୂର୍ବରୁ ୨୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ । ଏହାସହ ରାଜ୍ୟରେ ବତ୍ତର୍ମାନ ୨୯ଜଣ ସୁସ୍ଥ ହୋଇଛନ୍ତିି । ଭୁବନେଶ୍ୱର, କଳାହାଣ୍ଡି, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା ଓ ଢ଼େଙ୍କାନାଳରୁ ଜଣେ ଲେଖାଏଁ ଆକ୍ରାନ୍ତ…