ଯୋଗୀଙ୍କ ବୃଥା ଆସ୍ଫାଳନ
ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜଣେ ମିଛୁଆ ବୋଲି ବିଜେଡି ମୁଖପାତ୍ର ପ୍ରତାପ ଦେବ କହିଛନ୍ତି । ଓଡିଶା ଓ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ଆଦିତ୍ୟନାଥ ଦେଇଥିବା ମନ୍ତବ୍ୟ ଉପରେ ପ୍ରତିକି୍ରୟା ରଖି ଶ୍ରୀ ଦେବ କହିଛନ୍ତି ଯେ ଯୋଗୀ ଆଦିତ୍ୟନାଥ ଓଡିଶା ସରକାରଙ୍କ କାଳିଆ…
