ରାଜ୍ୟରେ ଖୋଲିବ ୬ଟି ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ କୋର୍ଟ
ଭୁବନେଶ୍ୱର() ରାଜ୍ୟରେ ଖୋଲିବ ୬ଟି ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ କୋର୍ଟ । ୬ଟି ନୂଆ କୋର୍ଟ ଖୋଲିବାକୁ ହାଇକୋର୍ଟଙ୍କଠାରୁ ଅନୁମତି ମିଳିଛି । ନୂଆ କୋର୍ଟ ଖୋଲିବା ନେଇ ଆଇନ ବିଭାଗ ପକ୍ଷରୁ ସୂଚନା ମିଳିଛି ।
କୋର୍ଟ ଅଭାବ ଓ ଆଇନଜୀବୀଙ୍କ ଆନ୍ଦୋଳନ ମୁଖ୍ୟ ପ୍ରସଙ୍ଗ ରହିଛି । ଅଳ୍ପ…
