Odia News Portal
Browsing Tag

Covaxin Vaccines

କୋଭିସିଲ୍ଡ ପରେ ପହଞ୍ଚିଲା କୋଭାକ୍ସିନ୍

ଭୁବନେଶ୍ୱର: କରୋନା ଟିକା କୋଭିସିଲ୍ଡ ପରେ ଆସିଲା କୋଭାକ୍ସିନ । ଓଡ଼ିଶାରେ ପହଞ୍ଚିଲା କୋଭାକ୍ସିନ ଟିକା । କୋଭାକ୍ସିନ ଟିକା ହାଇଦ୍ରାବାଦରୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ସାରିଛି । ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକା ଆଜି ସକାଳେ ଆସି ପହଞ୍ଚି ଥିଲା । ପ୍ରଥମ…

କୋଭିସିଲ୍ଡ ଓ କୋଭାକ୍ସିନକୁ ଡିସିଜିଆଇର ଅନୁମତି

ନୂଆଦିଲ୍ଲୀ : ଡିିସିଜିିଆଇର ବଡ ଘୋଷଣା | କୋଭିସିଲ୍ଡ ଓ କୋଭାକ୍ସିନ୍‌ର ଜରୁରୀକାଳୀନ ପ୍ରୟୋଗ ପାଇଁ ଡିସିଜିଆଇ (DCGI)ଙ୍କ ଅନୁମତି । ସେରମ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆର କୋଭିସିଲ୍ଡ ଏବଂ ଭାରତ ବୟୋଟେକ୍‌ର କୋଭାକ୍ସିନର ଜରୁରୀକାଳୀନ ବ୍ୟବହାରକୁ ଅନୁମତି ଦେଇଛନ୍ତି ଡ୍ରଗ୍ସ…