Odia News Portal
Browsing Tag

covaxin

ଏବେ ମାତ୍ର ୨୨୫ ଟଙ୍କାରେ ନେଇପାରିବେ କୋଭିସିଲ୍ଡ ଓ କୋଭାକ୍ସିନ୍‌ର ବୁଷ୍ଟର ଡୋଜ୍‌

କୋଭିସିଲ୍ଡ ଭ୍ୟାକ୍‌ସିନ୍‌ର ବୁଷ୍ଟର ଡୋଜ୍‌ ପାଇଁ ଦେବାକୁ ପଡ଼ିବନି ୬୦୦ ଟଙ୍କା। ଏବେ ମାତ୍ର ୨୨୫ ଟଙ୍କା ଦେଇ ଲୋକମାନେ ବୁଷ୍ଟର ଡୋଜ୍‌ ନେଇପାରିବେ। ଶନିବାର ଦିନ ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆର ସିଇଓ ଅଦାର ପୁନାଓ୍ଵାଲା ଘୋଷଣା କରିଛନ୍ତି ଯେ ପ୍ରାଇଭେଟ୍‌ ହସ୍ପିଟାଲରେ ଏବେ…

ଶସ୍ତା ହେବ କରୋନା ଟିକା

ଖୁବ୍ ଶୀଘ୍ର ବଜାରରେ ଉପଲବ୍ଧ ହେବାକୁ ଯାଉଥିବା କରୋନା ଟିକା ।ଆଣ୍ଟି-କୋଭିଡ୍ ଟିକା କୋଭିଶିଲ୍ଡ ଏବଂ କୋଭାକ୍ସିନ୍ ପ୍ରତି ଡୋଜର ମୂଲ୍ୟ ୨୭୫ ଟଙ୍କାରୁ ଅଧିକ ହେବ ନାହିଁ । ଅତିରିକ୍ତ ସେବା ଚାର୍ଜର ମୂଲ୍ୟ ୧୫୦ ଟଙ୍କା ଲାଗୁ ହେବ । ଉଭୟ ଟିକା ଖୁବ ଶୀଘ୍ର ଭାରତର ଔଷଧ ନିୟାମକଙ୍କଠାରୁ…

କୋଭାକ୍ସିନକୁ WHOର ଅନୁମତି

ନୂଆଦିଲ୍ଲୀ: ଭାରତୀୟ କରୋନା ଟିକା କୋଭାକ୍ସିନକୁ ଶେଷରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ହୁ)ର ମାନ୍ୟତା ମିଳିଛି । କୋଭାକ୍ସିନର ଜରୁରୀକାଳୀନ ବ୍ୟବହାରକୁ ‘ହୁ’ ପକ୍ଷରୁ ମଞ୍ଜୁରି ପ୍ରଦାନ କରାଯାଇଛି । ଆଇସିଏମଆର ସହଯୋଗରେ ସ୍ୱଦେଶୀ କମ୍ପାନୀ ଭରତ ବାୟୋଟେକ୍ ଏହି ଟିକା ପ୍ରସ୍ତୁତ କରିଛି। …

କୋଭାକ୍ସିନ ଟୀକାକୁ ଆଜି ମିଳିପାରେ ଅନୁମୋଦନ

ସଂପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଭାରତର କୋଭାକ୍ସିନ ଟିକାକୁ ଆଜି ଅନୁମୋଦନ ଦେଇପାରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ଏଥିପାଇଁ ଆଜି ଡବ୍ଲୁଏଚଓ ବୈଷୟିକ ପରାମର୍ଶଦାତା କମିଟିର ବୈଠକ ବସୁଛି । ଭାରତ ବାୟୋଟେକ ପ୍ରସ୍ତୁତ କରୋନା ଟିକା କୋଭାକ୍ସିନର ଜରୁରୀକାଳୀନ ବ୍ୟବହାର ପାଇଁ…