Odia News Portal
Browsing Tag

covid 19 cases in india

ଆଉ ଜଣଙ୍କ ଜୀବନ ନେଲା ମହାମାରୀ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।…

୬ ବ୍ରିଟେନ୍ ଫେରନ୍ତା ସଂକ୍ରମିତ

ନୂଆଦିଲ୍ଲୀ: ଭାରତରେ ପ୍ରବେଶ କରିଛି କରୋନାର ନୂଆ ଷ୍ଟ୍ରେନ୍ । ନୂଆ ଭୂତାଣୁରେ ସଂକ୍ରମିତ ୬ ବ୍ରିଟେନ୍ ଫେରନ୍ତା ଚିହ୍ନଟ ହୋଇଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ମଧ୍ୟରୁ ୩ଜଣ ବେଙ୍ଗାଲୁରୁ, ୨ଜଣ ହାଇଦ୍ରାବାଦରୁ ଏବଂ ଜଣେ ପୁନେ ଲ୍ୟାବରୁ…

ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ,ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଖି ବୁଜିଲେ ୩ କରୋନା ଆକ୍ରାନ୍ତ | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ମୃତକଙ୍କ ମଧ୍ୟରୁ କଳାହାଣ୍ଡିରୁ ଜଣେ କରୋନା ଆକ୍ରାନ୍ତଙ୍କ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୬୩ କରୋନା ପଜିଟିଭ୍

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୩ କରୋନା ପଜିଟିଭ୍ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୬୫୯୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରିଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୫ ଜଣ…

ରାଜ୍ୟରେ ଚିହ୍ନଟ ହେଲେ ୩୫୮ ନୂଆ ଆକ୍ରାନ୍ତ,ଅନୁଗୁଳ ଜିଲ୍ଲାରୁ ସର୍ବାଧିକ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୫୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୦୮…