ସଂକ୍ରମଣ ବୃଦ୍ଧି: ରାଜ୍ୟରେ ୧୦୩୨୧ ପଜିଟିଭ୍ ଚିହ୍ନଟ
					ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୩୩୩୦୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୪୨ ଜଣ ସ୍ଥାନୀୟ ବାସିନ୍ଦା   ରହିଥିବା ବେଳେ ୫୭୭୯ ଜଣ!-->…				
						
						
			