Odia News Portal
Browsing Tag

covid 19 cases of odisha today

ସଂକ୍ରମଣ ବୃଦ୍ଧି: ରାଜ୍ୟରେ ୧୦୩୨୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୩୩୩୦୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୪୨ ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୫୭୭୯ ଜଣ…

ରାଜ୍ୟରେ କରୋନା ନେଲା ଆଉ ୪ ମୁଣ୍ଡ

ଭୁବନେଶ୍ୱର: ରାଜ୍ୟରେ କରୋନା ନେଇଛି ଆଉ ୪ ଜଣଙ୍କର ଜୀବନ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୮୦ରେ ପହଞ୍ଚିଯାଇଛି। ୪ ମୃତକଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ୪୧ ବର୍ଷୀୟ ବ୍ୟକ୍ତି ଅଛନ୍ତି । ତାଙ୍କର…