Odia News Portal
Browsing Tag

covid-19 death in odisha

ରାଜ୍ୟରେ ଆଉ ୨୩୧ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୯୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…

ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ

ରାଜ୍ୟରେ କରୋନା ନେଲା ଆଉ ୩ ଜଣଙ୍କର ମୁଣ୍ଡ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୫୩ରେ ପହଞ୍ଚିଛି। ୩ ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି | ତେବେ କରୋନା କାରଣରୁ ବାଲେଶ୍ୱରରେ…

ରାଜ୍ୟରେ ବଢିବାରେ ଲାଗିଛି କରୋନା ସ୍ଥିତି ଜଣେ ମହିଳାଙ୍କ ସମେତ ଆଖି ବୁଜିଲେ ୫ କରୋନା ଆକ୍ରାନ୍ତ

ରାଜ୍ୟରେ କରୋନା ନେଇଛି ଆଉ ୫ ଜଣଙ୍କ ମୁଣ୍ଡ । ଗତ ୨୪ ଘଣ୍ଟା ମଧ୍ୟରେ ୪୦୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି |ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୦କୁ…

ରାଜ୍ୟରେ ପୁଣି ଉପରମୁହାଁ କରୋନା ସ୍ଥିତି ଗତ ୨୪ ଘଣ୍ଟାରେ ୨୬ ଜିଲ୍ଲାରୁ ୪୦୭ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ରାଜ୍ୟରେ ଗତକାଲି ୩୦୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ଉପରମୁହାଁ ହୋଇଛି କରୋନା ସ୍ଥିତି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୪୭୯୬ରେ ପହଞ୍ଚିଛି ।ଏନେଇ ରାଜ୍ୟ ସୂଚନା…