Odia News Portal
Browsing Tag

covid 19 in odisha

ରାଜ୍ୟରେ କମିଲା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୮୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…

୧୯ ଛାତ୍ରଛାତ୍ରୀ କରୋନା ସଂକ୍ରମିତ

ଝାରସୁଗୁଡା: ଦୀର୍ଘ ୯ ମାସ ଧରି ସ୍କୁଲ ବନ୍ଦ ରହିବା ପରେ ଗତ ୮ ତାରିଖରୁ ଖୋଲିଥିଲା ସ୍କୁଲ। ହେଲେ ୫ ଦିନର ପାଠପଢ଼ା ମଧ୍ୟରେ ଝାରସୁଗୁଡା ଜିଲ୍ଲା ଲଇକେରା ବ୍ଳକ୍‌ର ୩ଟି ହାଇସ୍କୁଲରୁ ୧୯ ଜଣ ଛାତ୍ରଛାତ୍ରୀ କରୋନା ସଂକ୍ରମିତ ହୋଇଥିବା ଖବର ମିଳିଛି । କେଜିପି ସରକାରୀ ହାଇସ୍କୁଲ , ହେମସାଗର…

ରାଜ୍ୟରେ ଆଉ ୨୬୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦ କରୋନା ସଂକ୍ରମିତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୮୬୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…