Odia News Portal
Browsing Tag

covid-19 vaccine in odisha

ରାଜ୍ୟରେ ଆଉ ୨୨୨ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୨ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୨୭୬୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…

ରାଜ୍ୟରେ ଆଉ ୨୩୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୧୫୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…

କରୋନା ଭ୍ୟାକସିନ୍ ପାଇଁ ପଞ୍ଜିକରଣ

ନୂଆଦିଲ୍ଲୀ: ଡିସିଜିଆଇର କୋଭିସିଲ୍ଡ ଓ କୋଭାକ୍ସିନ ଟିକାର ଜରୁରିକାଳୀନ ବ୍ୟବହାର ପାଇଁ ମଞ୍ଜୁରୀ । ତେବେ ସରକାର ପ୍ରଥମ ପର୍ଯ୍ୟାୟରେ ୩ କୋଟି ଭାରତୀୟଙ୍କୁ ଟିକା ଦେବାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏହାରି ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟିକା ନେବା…

କରୋନା ଯୋଦ୍ଧାଙ୍କୁ ମାଗଣାରେ ଟିକା,ଜାଣନ୍ତୁ ସାଧାରଣଲୋକଙ୍କୁ କେବେ ମିଳିବ ଟିକା?

ରାଜ୍ୟରେ କରୋନା ଯୋଦ୍ଧାଙ୍କୁ ମିଳିବ ମାଗଣାରେ ଟିକା।ଜାନୁଆରୀ ମାସ ଶେଷ ସୁଦ୍ଧା ଟିକା ଆସିବାକୁ ଥିବା ବେଳେ ରାଜ୍ୟ ସରକାର ଟିକାକରଣ ବ୍ୟବସ୍ଥା କରିଛନ୍ତି । କେନ୍ଦ୍ର ଗାଇଡଲାଇନ ଅନୁସାରେ ମାଗଣା ଟିକା ମିଳିବା ନେଇ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ। ରାଜ୍ୟରେ ୩ଟି…