Odia News Portal
Browsing Tag

COVID-19

ସୁସ୍ଥ ହେଲେ ସୈାରଭ ଗାଙ୍ଗୁଲି

କୋରନାରୁ ସୁସ୍ଥ ହେଲେ ବିସିସିଆଇ ସଭାପତି ସୈାରଭ ଗାଙ୍ଗୁଲି । ସୌରଭ ଗାଙ୍ଗୁଲି କୋଭିଡ ପଜିଟିଭ୍ ଚିହ୍ନଟ ହୋଇ, କୋଲକାତାର ଉଡଲାଣ୍ଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । କୋଭିଡ ପଜିଟିଭ୍ ଚିହ୍ନଟ ହେବା ପରେ ତାଙ୍କ ସାମ୍ପ୍ୟୁଲ ଜିନେମ ସିକ୍ୱେନ୍ସିଂ ପାଇଁ ପଠାଯାଇଥିଲା । କିନ୍ତୁ ଏହି…

ଚର୍ଚ୍ଚିତ ଓଡ଼ିଆ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ବର : ଲୋକପ୍ରିୟ ଓଲିଉଡ୍‌ ସିଙ୍ଗର ତପୁ ମିଶ୍ରଙ୍କ ପରଲୋକ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ତପୁ ମିଶ୍ରଙ୍କ ଦେହାନ୍ତ ଘଟିଛି। କରୋନାରେ ସୁସ୍ଥ ହେବା ପରେ ତାଙ୍କ ଶରୀରରେ ଲଗାତାର ଅକ୍ସିଜେନ୍‌ ଲେବଲ୍‌ କମି ଥିଲା। ପରେ ତାଙ୍କର ଆଇସିୟୁରେ…

ରାଜ୍ୟରେ ଆଉ ୨୩୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୧୫୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…

ରାଜ୍ୟରେ କରୋନା ନେଲା ଆଉ ୩ ମୁଣ୍ଡ,୧୮୪୬ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ରାଜ୍ୟରେ ପୁଣି କରୋନା ନେଲା ଆଉ ୩ ମୁଣ୍ଡ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୩ ଜଣ କାରଣ ସଂକ୍ରମିତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୪୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛନ୍ତି । ମୃତକଙ୍କ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୬୪ କରୋନା ଆକ୍ରାନ୍ତ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୩୬୪ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ ୨୧୦ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ୧୫୪ ସ୍ଥାନୀୟ ବାସିନ୍ଦା ରହିଛନ୍ତି | ଏ ସମ୍ପର୍କରେ ଟ୍ୱିଟ ଯୋଗେ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ଜିଲ୍ଲା ସହିତ…

କରୋନା ଯୋଦ୍ଧାଙ୍କୁ ମାଗଣାରେ ଟିକା,ଜାଣନ୍ତୁ ସାଧାରଣଲୋକଙ୍କୁ କେବେ ମିଳିବ ଟିକା?

ରାଜ୍ୟରେ କରୋନା ଯୋଦ୍ଧାଙ୍କୁ ମିଳିବ ମାଗଣାରେ ଟିକା।ଜାନୁଆରୀ ମାସ ଶେଷ ସୁଦ୍ଧା ଟିକା ଆସିବାକୁ ଥିବା ବେଳେ ରାଜ୍ୟ ସରକାର ଟିକାକରଣ ବ୍ୟବସ୍ଥା କରିଛନ୍ତି । କେନ୍ଦ୍ର ଗାଇଡଲାଇନ ଅନୁସାରେ ମାଗଣା ଟିକା ମିଳିବା ନେଇ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ। ରାଜ୍ୟରେ ୩ଟି…

ରାଜ୍ୟରେ କରୋନା ନେଲା ଆଉ ୫ ଜୀବନ, ୧,୮୨୫ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ରାଜ୍ୟରେ କରୋନାରେ ଚାଲିଯାଇଛି ଆଉ ୫ ଜଣଙ୍କ ଜୀବନ। ରାଜ୍ୟରେ ଦିନ କୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା ।ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୫୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ଜାଣନ୍ତୁ ୫୬ ଆକ୍ରାନ୍ତଙ୍କ ସମସ୍ତ ତଥ୍ୟ

ଯାଜପୁର ()ଆଜି ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ ଜଣକ ଯାଜପୁରର ବୋଲି ସୂଚନା ମିଳିଛି । ଏହାସହ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨କୁ ବୃଦ୍ଧି ପାଇଛି । ନିକଟରେ ଏହି କରୋନା ଆକ୍ରାନ୍ତ ଜଣକ କଲିକତାରୁ ଫେରିଥିଲେ ବୋଲି ସେଠାକାର ଜିଲ୍ଲାପାଳ କହିଛନ୍ତି । ସତର୍କତା ପାଇଁ ଜିଲ୍ଲା…

ରାଜ୍ୟର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦କୁ ବୃଦ୍ଧି

ଭୁବନେଶ୍ବର () ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। । କେନ୍ଦ୍ରାପଡାର ଜଣେ ଯୁବକଙ୍କ ରିପୋର୍ଟ କରୋନା ପଜିଟିଭ ଆସିଛି । ଏହି ୩୨ବର୍ଷର ଯୁବକ ଜଣଙ୍କ ମାର୍ଚ୍ଚ ୨୪ରେ ଦୁବାଇରୁ ଫେରିଥିଲେ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ ଯୋଗେ…

ଓଡ଼ିଶାରେ ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ

କଟକ () ଓଡ଼ିଶାରେ ଷଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷଷ୍ଠ କରୋନା ପଜିଟିଭ ଜଣଙ୍କ କଟକର ହୋଇଥିବା ସୂଚନା ମିଳିଛି । ଷଷ୍ଠ ଆକ୍ରାନ୍ତ ବ୍ୟକ୍ତି ଦିଲ୍ଲୀରୁ ଫେରିଥିବା ସୂଚନା ମିଳିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି।