ଏପ୍ରିଲ ୧୦ରୁ ସାଧାରଣ ଲୋକ ନେବେ ବୁଷ୍ଟର ଡୋଜ
ସାଧାରଣ ଲୋକ ନେବେ କୋଭିଡ ବୁଷ୍ଟର ଡୋଜ । ସାଧରଣ ଲୋକେ ନେବେ କୋଭିଡ ବୁଷ୍ଟର ଡୋଜ । ଆସନ୍ତା ରବିବାରରୁ ଆରମ୍ଭ ହେବ ଟିକାକରଣ ପକ୍ରିୟା । ୧୮ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ଦିଆଯିବ ବୁଷ୍ଟର ଡୋଜ । ଦୁଇଟି ଯାକ ଡୋଜ ନେଇଥିବା ବ୍ୟକ୍ତି ଘରୋଇ ହସ୍ପିଟାଲରେ ନେଇପାରିବେ ବୁଷ୍ଟର ଡୋଜ ।!-->…
