Odia News Portal
Browsing Tag

covid cases in bhubaneswar

ରାଜଧାନୀରେ ଆଜି ୧,୦୪୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରେ ବୃଦ୍ଧି ପାଉଛି ସଂକ୍ରମଣ । ଆଜି ଭୁବନେଶ୍ୱରରେ ଚିହ୍ନଟ ହୋଇଛନ୍ତି ୧,୦୪୧ କରୋନା ଆକ୍ରାନ୍ତ ।ଏହାକୁ ମିଶାଇ ୬୮,୯୯୭ରେ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୯୦ ଜଣ ଲୋକାଲ କେସ ଥିବା ସମୟରେ କ୍ୱାରାଣ୍ଟାଇନ ସେଣ୍ଟରୁ ୧୫୧ ଜଣ…

ରାଜ୍ୟରେ ଆଉ ୮ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬୪୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ…

ଆଜି ରାଜଧାନୀରୁ ୫୮୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବଢୁଛି ସଂକ୍ରମଣ ଭୟ । ତେବେ ଆଜି ଭୁବନେଶ୍ୱରରେ ୫୮୧ ପଜିଟିଭ ଚିହ୍ନଟ ହୋଇଛନ୍ତି।ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୭୦ ଜଣ ଲୋକାଲ କେସ ଚିହ୍ନଟ ହୋଇଥିବା ବେଳେ ୧୧୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷେ ୨୦୪ ଜଣ ସଂକ୍ରମିତ ଆଜି ସୁସ୍ଥ ହୋଇ…

କରୋନା କବଳରେ ରାଜଧାନୀ, ସଂକ୍ରମିତ ୪୦୦ ପାର୍

ଭୁବନେଶ୍ୱର: ଆଜି ଭୁବନେଶ୍ୱରରୁ ମୋଟ ୪୫୧ ନୂଆ ସଂକ୍ରମିତ ଚିହ୍ନଟ । ସେଥିମଧ୍ୟରୁ ୯୧ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡିଛି । ବିଏମସି ରିପୋର୍ଟ ମୁତାବକ, ଆଜି କ୍ୱାରେଣ୍ଟାଇନରେ ଥିବା ୯୧ ଜଣ ଲୋକ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।…

ବଢୁଛି ସଂକ୍ରମିତଙ୍କ ସଂଖ୍ୟା: ୨୩୪ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୪ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୬୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…