Odia News Portal
Browsing Tag

Covid cases in khordha today

ରେକର୍ଡ ସଂଖ୍ୟକ ସଂକ୍ରମଣ: ଦିନକରେ ୧୨୨୩୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ସାଙ୍ଘାତିକ ସ୍ଥିତିରେ ପହଞ୍ଚିଛି କରୋନା ମହାମାରୀ । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୨,୨୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫୧୨୪୦୦ରେ ପହଞ୍ଚିଛି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ରହିଥିବା ୫୩୨୪…

ରାଜ୍ୟରେ ଆଜି ୬୧୧୬ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୪୫୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୭୦ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୩୫୪୬ ଜଣ…

ରେକର୍ଡ଼ ଭାଙ୍ଗିଲା କରୋନା: ଦିନକରେ ୬୬୪୭ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬୪୭ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୧୩୪୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୯୨ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୩୮୫୫ ଜଣ କ୍ବାରେଣ୍ଟାଇନ୍‌ରେ…