Odia News Portal
Browsing Tag

covid cases rising in odisha

ସଂକ୍ରମଣ ଉପରମୁହାଁ: ରାଜ୍ୟରେ ୮୬୮୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୮୬୮୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୪୧୯୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭୩୩ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୪୯୪୮ ଜଣ…

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା ମହାମାରୀ କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ପ୍ରଥମ ଲହର ଠାରୁ ଦ୍ୱିତୀୟ ଲହର କରୁଛି ଅଧିକ ସଂକ୍ରମଣ

ଭୁବନେଶ୍ୱର: କରୋନା ସ୍ଥିତିକୁ ନେଇ ସୂଚନା ଦେଲେ ରାଜ୍ୟ ସରକାର । କରୋନାର ଦ୍ୱିତୀୟ ଲହରକୁ ନେଇ ବିଭିନ୍ନ ପରାମର୍ଶ ଦେଇଛନ୍ତି ବିଷେଶଜ୍ଞ । ପୂର୍ବରୁ କୋଭିଡ ସହ ଲଢି ଆମେ ସଫଳତା ପାଇଛନ୍ତି । ଦ୍ୱିତୀୟ ଲହରକୁ ନେଇ ଜନସାଧାରଣ ଆତଙ୍କିତ ଅଛନ୍ତି । କୋଭିଡ ଦ୍ୱିତୀୟ ଲହରକୁ ମୁକିବିଲା କରିବାକୁ…

କୋଭିଡ୍ ମୁକାବିଲା ପାଇଁ ୫ ଜିଲ୍ଲାରେ ୧୭ ଓଏଏସ୍‌ଙ୍କୁ ଦାୟିତ୍ୱ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ସାଙ୍ଘାତିକ ସ୍ଥିତି ଧାରଣ କଲାଣି। ଏହାକୁ ଦୃଷ୍ଟିରେ ରଖି ସଂକ୍ରମଣ ବୃଦ୍ଧି ପାଉଥିବା ୫ ଜିଲ୍ଲା ପାଇଁ ସରକାର ୧୭ ଓଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦେଇଛନ୍ତି । ଏମାନେ ଜିଲ୍ଲା ପ୍ରଶାସନ ଅଧୀନରେ କୋଭିଡ୍‌ ମୁକାବିଲା ପାଇଁ କାମ କରିବେ । ବଲାଙ୍ଗୀର…

ରାଜ୍ୟରେ ଆଜି ୬୨୧୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨୧୫ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୪୬୯୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୧୧ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୩୬୦୪ ଜଣ କ୍ବାରେଣ୍ଟାଇନ୍‌ରେ…

ଏପ୍ରିଲ ଶେଷ କିମ୍ବା ମେ ପ୍ରଥମ ସପ୍ତାହରେ ଶୀର୍ଷରେ ରହିପାରେ ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରାମିତଙ୍କ ସଂଖ୍ୟା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ବଢ଼ୁଥିବା ନେଇ ପ୍ରତିକ୍ରିୟା ରଖିଛନ୍ତି ଡିଏମଇଟି ଡାକ୍ତର ସିବିକେ ମହାନ୍ତି । ସେ କହିଛନ୍ତି ବିଭିନ୍ନ ସଂସ୍ଥାର ସମୀକ୍ଷା ପରେ…