Odia News Portal
Browsing Tag

covid cases rising in odisha

ରାଜ୍ୟରେ ସାଙ୍ଘାତିକ ସ୍ଥିତି: ୨୪ ଘଣ୍ଟାରେ ୪୪୪୫ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୪୪୫ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୮୨୫୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୭୧ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୨୫୭୪ ଜଣ କ୍ବାରେଣ୍ଟାଇନ୍‌ରେ…

ଅସମ୍ଭାଳ କରୋନାସ୍ଥିତି: ୪ରୁ ୫ ଗୁଣା ବଢିବ ଶଯ୍ୟା ସଂଖ୍ୟା

*୧୦ ଗୁଣା ଅକ୍ସିଜେନ୍ ବୃଦ୍ଧି ନେଇ ସୂଚନା | *କେବଳ ଗୁରୁତର ରୋଗୀଙ୍କୁ ଆଇସିୟୁ ବେଡ ଦିଆଯିବା | *ବର୍ତ୍ତମାନ ସାଧାରଣ ବେଡ଼ରେ ୨୫ ପ୍ରତିଶତ ଓ ଆଇସିୟୁରେ ୬୦ ପ୍ରତିଶତ |

ରାଜ୍ୟରେ ସ୍ଥିତି ସାଙ୍ଘାତିକ: ୩ ହଜାର ମୁହାଁ ସଂକ୍ରମିତ ସଂଖ୍ୟା

*୨୪ ଘଣ୍ଟା ମଧ୍ୟରେ ୨୯୮୯ କରୋନା ପଜିଟିଭ୍ ଚିହ୍ନଟ । *ଚିନ୍ତା ବଢ଼ାଇଲା ସୁନ୍ଦରଗଡ଼ ଜିଲ୍ଲାର ସଂକ୍ରମିତ ସଂଖ୍ୟା ଗୋଟିଏ ଦିନରେ ୬୩୧ ପଜିଟିଭ୍ ।

ସଂକ୍ରମଣ ବୃଦ୍ଧିକୁ ଦେଖି ଘରମୁହାଁ ପ୍ରବାସୀ ଶ୍ରମିକ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବୃଦ୍ଧି ପାଇ ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ଗୋଟିଏ ଦିନରେ ସଂକ୍ରମିତଙ୍କ ସଂଖ୍ୟା ୧୨୮୨ରେ ପହଞ୍ଚି ଥିବା ସମୟରେ ରାଜ୍ୟରେ ନାଇଟ କର୍ଫ୍ୟୁ ଓ ସାପ୍ତାହିକ ଲକ୍‌ଡାଉନ୍‌ ପରି କଟକଣା ଆରମ୍ଭ ହୋଇଯାଇଛି। ତେବେ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ପ୍ରବାସୀ…

ରାଜ୍ୟରେ ଆଉ ୪୭୧ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୨୬୯୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…